Luke 7:49 — Compare Translations

7 translations compared side by side

Odia - 1840
"ଯେଉଁମାନେ ଯୀଶୁଙ୍କ ସହିତ ଭୋଜନ କରୁଥିଲେ, ସମାନେେ ମନେ ମନେ ଭାବିବାକୁ ଲାଗିଲେ, ଏ ଲୋକ ନିଜକୁ କ'ଣ ଭାବୁଛି? ସେ କିପରି ପାପଗୁଡିକୁ କ୍ଷମା କରିପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ତାହାଙ୍କ ସାଙ୍ଗରେ ଭୋଜରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ?
Odia BSI (ପବିତ୍ର ବାଇବଲ (CL) NT (BSI))
ଭୋଜନରେ ବସିଥିବା ଅନ୍ୟମାନେ ପରସ୍ପରକୁ କହିଲେ, “ଏ କିଏ? ଯେ ପାପ କ୍ଷମା ସୁଦ୍ଧା କରିପାରେ?”
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଯୀଶୁଙ୍କ ସହିତ ଭୋଜନ କରୁଥିଲେ, ସେମାନେ ମନେ ମନେ ଭାବିବାକୁ ଲାଗିଲେ, “ଏ ଲୋକ ନିଜକୁ କ’ଣ ଭାବୁଛି? ସେ କିପରି ପାପଗୁଡ଼ିକୁ କ୍ଷମା କରି ପାରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುಚ್ಯಾ ವಾಂಗ್ಡಾ ಜೆವ್ನಾಕ್ ಬಸಲ್ಲೆ ತೆಂಚ್ಯಾ-ತೆಂಚ್ಯಾ ಮದ್ದಿ “ಪಾಪ್ ಸೈತ್ ಮಾಪ್ ಕರ್‍ತಲೊ ಮಾನುಸ್, ಹ್ಯೊ ಕೊನ್ ಅಸಿಲ್‍ ಅಪ್ಪಾ?” ಮನುಕ್‍ಲಾಲೆ.