Luke 7:5 — Compare Translations

7 translations compared side by side

Odia - 1840
"ସେ ଆମ୍ଭ ଲୋକଙ୍କୁ ଭଲ ପାଆନ୍ତି ଏବଂ ଆମ୍ଭ ପାଇଁ ସମାଜଗୃହ ତିଆରି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଆମ୍ଭମାନଙ୍କ ଜାତିକି ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ତୋଳି ଦେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆମ ଲୋକମାନଙ୍କୁ ସ୍ନେହ କରନ୍ତି ଓ ସେ ଆମ୍ଭମାନଙ୍କ ପାଇଁ ଗୋଟିଏ ପ୍ରାର୍ଥନା ଗୃହ ନିର୍ମାଣ କରି ଦେଇଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭ ଲୋକଙ୍କୁ ଭଲ ପାଆନ୍ତି ଏବଂ ଆମ୍ଭ ପାଇଁ ସମାଜଗୃହ ତିଆରି କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଆମ୍ଭ ଯିହୁଦୀ ଲୋକମାନଙ୍କୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଆମ୍ଭମାନଙ୍କ ଜାତିକୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್,ತೊ ಅಮ್ಚ್ಯಾ ಲೊಕಾಂಚೊ ಪ್ರೆಮ್ ಕರ್‍ತಾ, ಅನಿ ತೆನಿ ಅಪ್ನಿಚ್ ಅಮ್ಕಾ ಎಕ್ ಸಿನಾಗೊಗ್ ಭಾಂದುನ್ ದಿಲ್ಯಾನಾಯ್”. ಮನುನ್ ಮಾಗ್ಲ್ಯಾನಿ.