Luke 7:6 — Compare Translations

7 translations compared side by side

Odia - 1840
"ତେଣୁ ଯୀଶୁ ସମାନଙ୍କେ ସହିତ ୟିବାପାଇଁ ବାହାରି ପଡିଲେ। ଯୀଶୁ ଶତ ସନୋପତି ଘର ପାଖାପାଖି ଆସି ପହଞ୍ଚି ଯାଇଥବା ସମୟରେ ଶତ ସନୋପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମାେ ଘରକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କ ସାଙ୍ଗରେ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୋ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କ ସହିତ ଗଲେ। ସେମାନେ ସେନାଧ୍ୟକ୍ଷଙ୍କ ଘରଠାରୁ ଅଳ୍ପ ଦୂରରେ ଥିବା ସମୟରେ ସେ ତାଙ୍କର ସଙ୍ଗୀମାନଙ୍କୁ ଏହି କଥା କହିବା ପାଇଁ ଯୀଶୁଙ୍କ ନିକଟକୁ ପଠାଇଲେ, “ମହାଶୟ, ଆଉ କଷ୍ଟ କରନ୍ତୁ ନାହିଁ। ଆପଣ ଯେ ମୋ’ ଘରକୁ ଆସିବେ, ମୋର ସେ ଯୋଗ୍ୟତା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୀଶୁ ସେମାନଙ୍କ ସହିତ ଯିବା ପାଇଁ ବାହାରି ପଡ଼ିଲେ। ଯୀଶୁ ଶତସେନାପତି ଘର ପାଖାପାଖି ଆସି ପହଞ୍ଚି ଯାଇଥିବା ସମୟରେ ଶତସେନାପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, “ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମୋ’ ଘରକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତ-ସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ತೆಂಚ್ಯಾ ವಾಂಗ್ಡಾ ಗೆಲೊ. ಜೆಜು ಘರಾಕ್ನಾ ಉಲ್ಲೆ ಧುರುಚ್ ರಾತಾನಾ, ತ್ಯಾ ಶತಪತಿನ್ ಅಪ್ನಾಚ್ಯಾ ಲೊಕಾನಿಕ್ನಾ “ಗುರುಜಿ, ತಿಯಾ ಮಾಜ್ಯಾ ಘರಾಕ್ ಯೆತಲೊ ತರಾಸ್ ಕರುನ್ ಘೆವ್‍ನಕ್ಕೊ, ತಿಯಾ ಮಾಜ್ಯಾ ಘರಾಕ್ ಯೆಯ್ ಸರ್ಕಿ ಯೊಗ್ಯತಾ ಮಾಕಾ ನಾ