Luke 7:8 — Compare Translations

7 translations compared side by side

Odia - 1840
"ମୁଁ ଆପଣଙ୍କର ଅଧିକାର ବିଷୟ ରେ ବୁଝି ପାରୁଛି। ମୁଁ ନିଜେ ଜଣେ ଅଧିକାରୀଙ୍କ ଅଧିନ ରେ କାମ କରୁଛି ଏବଂ ମାେ ଅଧିନ ରେ ମଧ୍ଯ କେତକେ ସୈନ୍ଯ ରହିଛନ୍ତି। ମୁଁ ଯଦି ଜଣେ ସୈନ୍ଯକୁ କ ହେ, 'ଯାଅ' ତବେେ ସେ ଚାଲିଯାଏ। ମୁଁ ଯଦି ଆଉ ଜଣକୁ କ ହେ ଆସ ତବେେ ସେ ଗ୍ଭଲିଆ ସେ। ମୁଁ ଯଦି ମାେ ଚାକରକୁ କୁ ହେ, 'ଏହା କର', ତବେେ ସେ ତାହା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ମଧ୍ୟ ଉପରିସ୍ଥ କର୍ମଚାରୀମାନଙ୍କ ଅଧୀନରେ କାମ କରେ ଓ ମୋର ଅଧୀନରେ ସୈନ୍ୟମାନେ ଅଛନ୍ତି। ମୁଁ ଜଣକୁ ଆଦେଶ ଦିଏ ‘ଯାଅ!’ ଓ ସେ ଯାଏ; ପୁଣି ଆଉ କାହାକୁ ଆଦେଶ ଦିଏ, ‘ଆସ!’ ସେ ଆସେ; ମୋର କ୍ରୀତଦାସକୁ ଆଦେଶ ଦିଏ, ‘ଏହା କର!’ ସେ ତାହା କରେ।’
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆପଣଙ୍କର ଅଧିକାର ବିଷୟରେ ବୁଝି ପାରୁଛି। ମୁଁ ନିଜେ ଜଣେ ଅଧିକାରୀଙ୍କ ଅଧୀନରେ କାମ କରୁଛି ଏବଂ ମୋ’ ଅଧୀନରେ ମଧ୍ୟ କେତେକ ସୈନ୍ୟ ରହିଛନ୍ତି। ମୁଁ ଯଦି ଜଣେ ସୈନ୍ୟକୁ କହେ, ‘ଯାଅ’ ତେବେ ସେ ଗ୍ଭଲିଯାଏ। ମୁଁ ଯଦି ଆଉ ଜଣକୁ କହେ ଆସ ତେବେ ସେ ଗ୍ଭଲିଆସେ। ମୁଁ ଯଦି ମୋ’ ଗ୍ଭକରକୁ କୁହେ, ‘ଏହା କର’, ତେବେ ସେ ତାହା କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಮಿಯಾಬಿ ಮಾಜ್ಯಾನ್ ಮೊಟ್ಯಾಂಚ್ಯಾ ಅದಿಕಾರಾಚ್ಯಾ ಖಾಲ್ತಿ ಹಾಂವ್, ಅನಿ ಮಾಜ್ಯಾ ಹಾತಿ ಖಾಲ್ತಿಬಿ ಸೈನಿಕಾ ಹಾತ್,ಎಕ್ಲ್ಯಾಕ್ ಮಿಯಾ ಜಾ! ಮಟ್ಲ್ಯಾರ್, ತೊ ಜಾತಾ, ಅನಿ ಎಕ್ಲ್ಯಾಕ್ ಯೆ! ಮಟ್ಲ್ಯಾರ್, ತೊ ಯೆತಾ; ಅನಿ ಆಳಾಕ್ನಿ ಹೆ ಕರಾ ಮಟ್ಲ್ಯಾರ್, ತೆನಿ ಕರ್‍ತ್ಯಾತ್” ಮನುನ್ ಸಾಂಗುನ್ ಧಾಡ್ಲ್ಯಾನ್.