Luke 7:9 — Compare Translations

7 translations compared side by side

Odia - 1840
"ଯୀଶୁ ଏହା ଶୁଣିସାରି ବଡ ଆଶ୍ଚର୍ୟ୍ଯ ହାଇଗେଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକମାନଙ୍କ ଆଡକୁ ବୁଲି ପଡି କହିଲସେ ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ ଏଭଳି ବିଶ୍ବାସ ମାେତେ ଇଶ୍ରାୟେଲ ରେ ମଧ୍ଯ ମିଳିନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏସମସ୍ତ କଥା ଶୁଣି ତାଙ୍କ ବିଷୟରେ ଚମତ୍କୃତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକସମୂହକୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ସୁଦ୍ଧା ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହେଲେ। ସେ ବୁଲିପଡ଼ି ତାଙ୍କ ପଛରେ ଆସୁଥିବା ଜନତାଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଇଶ୍ରାୟେଲ ଲୋକମାନଙ୍କ ମଧ୍ୟରେ ସୁଦ୍ଧା ମୁଁ ଏପରି ବିଶ୍ୱାସ ଦେଖି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏହା ଶୁଣିସାରି ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକମାନଙ୍କ ଆଡ଼କୁ ବୁଲି ପଡ଼ି କହିଲେ”ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ ଏଭଳି ବିଶ୍ୱାସ ମୋତେ ଇସ୍ରାଏଲରେ ମଧ୍ୟ ମିଳି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕುನ್ ಜೆಜು ಅಜಾಪ್ ಹೊಲೊ; ತೊ ಫಾಟಿ ಪರತ್ಲೊ, ಅನಿ ಅಪ್ನಾಚ್ಯಾ ಫಾಟ್ನಾ ಯೆತಲ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಮಿಯಾ ತುಮ್ಕಾ ಸಾಂಗ್ತಾ “ಅಸ್ಲೊ ವಿಶ್ವಾಸ್ ಮಾಕಾ ಇಸ್ರಾಯೆಲಾತ್ ಖೈಬಿ ಗಾವುಕ್ನಾ!” ಮನುನ್ ಸಾಂಗಟ್ಲ್ಯಾನ್.