Luke 8:1 — Compare Translations
7 translations compared side by side
Odia - 1840
"ଶିଷ୍ଯମାନଙ୍କ ସହିତ ଯୀଶୁ ଏହାପରେ ଯୀଶୁ ନଗର ନଗର, ଗାଁ ଗାଁ ବୁଲି ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଲୋକମାନଙ୍କୁ ଶୁଣାଇଲେ। ତାହାଙ୍କ ସହିତ ବାରଜଣ ପ୍ ରରେିତ ମଧ୍ଯ ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିର ଅଳ୍ପ ସମୟ ପରେ ସେ ଆପେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ଵରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଭ୍ରମଣ କରିବାକୁ ଲାଗିଲେ, ଆଉ ଦ୍ଵାଦଶ ତାହାଙ୍କ ସାଙ୍ଗରେ ଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିଛି ସମୟ ପରେ ଯୀଶୁ ସହର ଓ ଗ୍ରାମମାନଙ୍କରେ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ଶୁଭବାର୍ତ୍ତା ପ୍ରଚାର କରି ଭ୍ରମଣ କଲେ। ବାର ଜଣ ଶିଷ୍ୟ ତାଙ୍କ ସହିତ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନଙ୍କ ସହିତ ଯୀଶୁ ଏହା ପରେ ଯୀଶୁ ନଗର ନଗର, ଗାଁ ଗାଁ ବୁଲି ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇଲେ। ତାହାଙ୍କ ସହିତ ବାରଜଣ ପ୍ରେରିତ ମଧ୍ୟ ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾ ಎಳಾಚ್ಯಾ ಮಾನಾ, ಜೆಜು ಗಾಂವಾತ್ನಿ, ಅನಿ ಬಾರಿಕ್ಲ್ಯಾ ಗಾಂವಾತ್ನಿ ದೆವಾಚ್ಯಾ ರಾಜಾಚಿ ಬರಿ ಖಬರ್ ಸಾಂಗುನ್ಗೆತ್ ಗೆಲೊ, ತೆಚಿ ಬಾರಾ ಶಿಸಾಬಿ ತೆಚ್ಯಾ ವಾಂಗ್ಡಾ ಹೊತ್ತಿ.