Luke 8:11 — Compare Translations
7 translations compared side by side
Odia - 1840
"ଦୃଷ୍ଟାନ୍ତର ଏହାହିଁ ଅର୍ଥ: ବୀଜ ଦେଉଛି ପରମେଶ୍ବରଙ୍କ ଉପଦେଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୃଷ୍ଟାନ୍ତର ଭାବ ଏହି । ବିହନ ଈଶ୍ଵରଙ୍କ ବାକ୍ୟ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଦୃଷ୍ଟାନ୍ତର ଅର୍ଥ ବୁଝାଇ କହିଲେ, “ବିହନ ହେଉଛି ଈଶ୍ୱରଙ୍କ ବାକ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ବିହନବୁଣା ଦୃଷ୍ଟାନ୍ତର ଅର୍ଥ “ଦୃଷ୍ଟାନ୍ତର ଏହା ହିଁ ଅର୍ଥ: “ବୀଜ ହେଉଛି ପରମେଶ୍ୱରଙ୍କ ଉପଦେଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,
Odia IRV 2017 (ଓଡିଆ ବାଇବେଲ)
ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ୱରଙ୍କ ବାକ୍ୟ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ “ಹ್ಯಾ ಕಾನಿಚೊ ಅರ್ತ್ ಕಾಯ್ ಮಟ್ಲ್ಯಾರ್: ಭ್ಹಿಂಯ್ ಮಟ್ಲ್ಯಾರ್ ದೆವಾಚ್ಯಾ ಗೊಸ್ಟಿಯಾ.