Luke 8:12 — Compare Translations

7 translations compared side by side

Odia - 1840
"ଯେଉଁ ବୀଜ ରାସ୍ତା କଡ ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ବାକ୍ଯ ଶୁଣନ୍ତି, କିନ୍ତୁ ତା'ପରେ ଶୟତାନ ଆ ସେ ତାହାଙ୍କ ହୃଦୟରୁ ଉପଦେଶ ବାହାର କରି ନଇଯାେଏ। ତେଣୁ ସହେି ଲୋକମାନେ ବିଶ୍ବାସ କରି ନପାରି ଉଦ୍ଧାର ପାଆନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ଵାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ହରଣ କରିନିଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ କେବଳ ଶୁଣନ୍ତି; ସେମାନେ ବାଟରେ ବୁଣାଯାଉଥିବା ବିହନ ପରି - ଶୟତାନ ଆସି ସେମାନଙ୍କ ହୃଦୟରୁ ଈଶ୍ୱରଙ୍କ ବାର୍ତ୍ତା କାଢ଼ି ନେଇଯାଏ, ତେଣୁ ସେମାନେ ବିଶ୍ୱାସ କରି ପରିତ୍ରାଣ ପାଇପାରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବୀଜ ରାସ୍ତା କଡ଼ରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି, କିନ୍ତୁ ତା’ପରେ ଶୟତାନ ଆସେ ତାହାଙ୍କ ହୃଦୟରୁ ଉପଦେଶ ବାହାର କରି ନେଇଯାଏ। ତେଣୁ ସେହି ଲୋକମାନେ ବିଶ୍ୱାସ କରି ନ ପାରି ଉଦ୍ଧାର ପାଆନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥି ନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಾಟೆಚ್ಯಾ ದಂಡೆಕ್ ಪಡಲ್ಲ್ಯಾ ಭ್ಹಿಂಯಾ ಮಟ್ಲ್ಯಾರ್ ಲೊಕಾ ದೆವಾಚ್ಯಾ ಗೊಸ್ಟಿಯಾ ಆಯಿಕ್ತ್ಯಾತ್: ಖರೆ ಗಿರೊ ತೆಂಚ್ಯಾ ಮನಾತ್ನಾ ತ್ಯಾ ಗೊಸ್ಟಿಯಾ ಕಾಡುನ್ ಘೆವ್ನ್, ಅಶೆ ತೆಂಕಾ ವಿಶ್ವಾಸಾತ್ನಾ, ಅನಿ ಸುಟ್ಕಾ ಹೊತಲ್ಯಾತ್ನಾ ಧುರ್ ಕರ್‍ತಾ.