Luke 8:13 — Compare Translations

7 translations compared side by side

Odia - 1840
"ଯେଉଁ ବୀଜ ପଥର ଉପରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦ ରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚରେ ସହେି ଲୋକମାନଙ୍କ ହୃଦୟ ମଧିଅରେ ଗଭୀରକୁ ପ୍ରବେଶ କରିପା ରନୋହିଁ। ସମାନେେ କିଛି ସମୟ ପର୍ୟ୍ଯନ୍ତ ବିଶ୍ବାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସମାନେେ ବିଶ୍ବାସ କରିବା ବନ୍ଦ କରନ୍ତି। ସମାନେେ ବିଶ୍ବାସ ହ ରଇେ ବସନ୍ତି ଓ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ଵାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ସେହି ବାର୍ତ୍ତା ଶୁଣି ଆନନ୍ଦରେ ଗ୍ରହଣ କରନ୍ତି, ସେମାନେ ପଥୁରିଆ ଭୂଇଁରେ ପଡ଼ିଥିବା ବିହନ ପରି। ସେହି ବାର୍ତ୍ତା ସେମାନଙ୍କ ମଧ୍ୟରେ ଗଭୀରଭାବେ ପ୍ରବେଶ କରି ନ ଥିବାରୁ, ସେମାନଙ୍କ ବିଶ୍ୱାସ କ୍ଷଣସ୍ଥାୟୀ ହୁଏ ଏବଂ ପରୀକ୍ଷା ଆସିଲେ, ସେମାନଙ୍କ ପତନ ଘଟେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବୀଜ ପଥର ଉପରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା’ର ଚେର ସେହି ଲୋକମାନଙ୍କ ହୃଦୟ ମଧ୍ୟରେ ଗଭୀରକୁ ପ୍ରବେଶ କରିପାରେ ନାହିଁ। ସେମାନେ କିଛି ସମୟ ପର୍ଯ୍ୟନ୍ତ ବିଶ୍ୱାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସେମାନେ ବିଶ୍ୱାସ କରିବା ବନ୍ଦ କରନ୍ତି। ସେମାନେ ବିଶ୍ୱାସ ହରେଇ ବସନ୍ତି ଓ ପରମେଶ୍ୱରଙ୍କଠାରୁ ଦୂରେଇ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗುಂಡಾಡ್ ಜಮ್ನಿ ವರ್‍ತಿ ಪಡಲ್ಲೆ ಭ್ಹಿಂಯ್ ಮಟ್ಲ್ಯಾರ್, ಜಿ ಲೊಕಾ ದೆವಾಚ್ಯಾ ಗೊಸ್ಟಿಯಾ ಆಯಿಕ್ತ್ಯಾತ್, ಅನಿ ಕುಶಿನ್ ಅಪ್ನಾಚ್ಯಾ ಮನಾತ್ ಥವ್ನ್ ಘೆತ್ಯಾತ್, ಖರೆ ತ್ಯಾ ಗೊಸ್ಟಿಯಾ ತೆಂಚ್ಯಾ ಮನಾತ್ ಎಗ್ದಮ್ ಭುತ್ತುರ್ ಗೆಲ್ಲ್ಯಾ ರಾಯ್ನ್ಯಾತ್. ತೆನಿ ವಿಶ್ವಾಸ್ ಕರ್‍ತ್ಯಾತ್ ಹೊಯ್ ಖರೆ ಕಾಯ್,ತರ್ ಕಸ್ಟ್ ಯೆಲೊ ಮಟ್ಲ್ಯಾರ್ ತೆನಿ ತ್ಯಾ ದೆವಾಚ್ಯಾ ಗೊಸ್ಟಿಯಾ ಸೊಡುನ್ ಸೊಡ್ತ್ಯಾತ್.