Luke 8:15 — Compare Translations

7 translations compared side by side

Odia - 1840
"ଏବଂ ଯେଉଁ ବୀଜ ଭଲ ମାଟି ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ସ୍ବଚ୍ଛ ଓ ପବିତ୍ର ହୃଦୟ ରେ ଶୁଣନ୍ତି, ତାହା ହୃଦୟ ରେ ଗ୍ରହଣ କରନ୍ତି, କାର୍ୟ୍ଯ ରେ ପାଳନ କରନ୍ତି ଓ ର୍ଧୈୟ୍ଯ ପୂର୍ବକ ଉତ୍ତମ ଫଳ ଫଳନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବାର୍ତ୍ତା ଶୁଣି ବିଶ୍ୱସ୍ତ ଭାବରେ ଦୃଢ଼ ରୂପେ ଧରି ରଖନ୍ତି ଓ ପ୍ରଚୁର ଫଳ ଉତ୍ପନ୍ନ କରନ୍ତି, ସେମାନେ ଭଲ ଭୂମିରେ ପଡ଼ିଥିବା ବିହନ ପରି।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯେଉଁ ବୀଜ ଭଲ ମାଟିରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ସ୍ୱଚ୍ଛ ଓ ପବିତ୍ର ହୃଦୟରେ ଶୁଣନ୍ତି, ତାହା ହୃଦୟରେ ଗ୍ରହଣ କରନ୍ତି, କାର୍ଯ୍ୟରେ ପାଳନ କରନ୍ତି ଓ ଧୈର୍ଯ୍ୟ ପୂର୍ବକ ଉତ୍ତମ ଫଳ ଫଳନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ಬರ್‍ಯಾ ಮಾಟಿತ್ ಪಡಲ್ಲೆ ಭ್ಹಿಂಯ್ ಮಟ್ಲ್ಯಾರ್, ಜಿ ಲೊಕಾ, ದೆವಾಚಿ ಬರಿ ಖಬರ್ ಆಯಿಕ್ತ್ಯಾತ್, ಅನಿ ಬರ್‍ಯಾ ಮನಾನ್ ತೆ ಮಾನುನ್ ಘೆತ್ಯಾತ್, ಅನಿ ಫಳ್ ದಿ ಪತರ್ ತೆನಿ ತಿ, ದೆವಾಚಿ ಬರಿ ಖಬರ್ ಸಂಬಾಳುನ್ ಥವ್ನ್ ಘೆತ್ಯಾತ್”.