Luke 8:16 — Compare Translations
7 translations compared side by side
Odia - 1840
"କହେି କବେେ ଦୀପଟିଏ ହାଣ୍ଡିତଳେ ଘୋଡଇେ ରଖିବା ପାଇଁ ବା ଖଟ ତଳେ ଲୁଚଇେ ରଖିବା ପାଇଁ ଜଳଇେ ନ ଥାଏ। ବରଂ ସେ ଦୀପଟି ଗୋଟିଏ ଦୀପରୁଖା ଉପରେ ରେଖ। ତାହା ହେଲେ ଯେଉଁମାନେ ଘର ଭିତରକୁ ଆସିବେ, ସମାନେେ ଦେଖି ପାରିବା ପାଇଁ ୟଥେଷ୍ଟ ଆଲୁଅ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ପ୍ରଦୀପ ଜାଳି ପାତ୍ର ଦ୍ଵାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ଵା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“କେହି ଦୀପ ଜାଳି ତାକୁ ପାତ୍ର ତଳେ ଘୋଡ଼ାଇ ରଖେ ନାହିଁ, ଅବା ଖଟ ତଳେ ରଖେ ନାହିଁ; ସେ ତାକୁ ଦୀପରୁଖା ଉପରେ ରଖେ। ତାହାହେଲେ ଘର ଭିତରକୁ ଆସିବା ଲୋକେ ଆଲୁଅ ଦେଖିପାରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ନିଜର ବୁଝାମଣା ଶକ୍ତି ପ୍ରୟୋଗ କର “କେହି କେବେ ଦୀପଟିଏ ହାଣ୍ଡିତଳେ ଘୋଡ଼େଇ ରଖିବା ପାଇଁ ବା ଖଟ ତଳେ ଲୁଚେଇ ରଖିବା ପାଇଁ ଜଳେଇ ନ ଥାଏ। ବରଂ ସେ ଦୀପଟି ଗୋଟିଏ ଦୀପରୂଖା ଉପରେ ରଖେ। ତାହାହେଲେ ଯେଉଁମାନେ ଘର ଭିତରକୁ ଆସିବେ, ସେମାନେ ଦେଖି ପାରିବା ପାଇଁ ଯଥେଷ୍ଟ ଆଲୁଅ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಲೊಕಾ ದಿವೊ ಪೆಟ್ವುನ್ ಭೊಗುನ್ಯಾಚ್ಯಾ ಬುಡಿ ಧಾಪುನ್ ಥೈನ್ಯಾತ್, ನಾ ಹೊಲ್ಯಾರ್, ನಿಜ್ತಲ್ಯಾ ಮಾಚೊಳಿಚ್ಯಾ ಬುಡಿ ಥೈನಾತ್, ಘರಾತ್ ಭುತ್ತುರ್ ಯೆಲ್ಲ್ಯಾ ತನ್ನಾ ಲೊಕಾಕ್ನಿ ಉಜ್ವೊಡ್ ದಿಸುಕ್ ಪಾಜೆ ಮನುನ್ ದಿವೊ ಥವ್ತಲ್ಯಾ ಜಾಗ್ಯಾರ್ ವೈರ್ ಥವ್ತ್ಯಾತ್”.