Luke 8:17 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ଗୁପ୍ତ ରହିଥିବା ବିଷୟ ଜ୍ଞାତ ହବେ ଓ ପ୍ରକାଶ୍ଯକୁ ଅଣାୟିବ। ଏପରି କୌଣସି ଗୁପ୍ତ ଜିନିଷ ନାହିଁ, ଯାହା ସ୍ପଷ୍ଟ କରାୟିବ ନାହିଁ, ଜ୍ଞାତ ହବେ ନାହିଁ ଓ ପ୍ରକାଶ୍ଯକୁ ଅଣା ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯାହା ସବୁ ଲୁକ୍କାୟିତ ହୋଇଛି, ତାହା ସମସ୍ତଙ୍କ ନିକଟରେ ପ୍ରକାଶିତ ହେବ ଓ ଯାହା ସବୁ ଗୁପ୍ତ ରହିଛି, ତାହା ସମସ୍ତଙ୍କୁ ଜଣାଇ ଦିଆଯିବ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଗୁପ୍ତ ରହିଥିବା ବିଷୟ ଜ୍ଞାତ ହେବ ଓ ପ୍ରକାଶ୍ୟକୁ ଅଣାଯିବ। ଏପରି କୌଣସି ଗୁପ୍ତ ଜିନିଷ ନାହିଁ, ଯାହା ସ୍ପଷ୍ଟ କରାଯିବ ନାହିଁ, ଜ୍ଞାତ ହେବ ନାହିଁ ଓ ପ୍ରକାଶ୍ୟକୁ ଅଣା ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜೆ ಕಾಯ್ ನಿಪ್ವುನ್ ಥವಲ್ಲೆ ಹಾಯ್ ತೆ ಭಾಯ್ರ್ ಉಗ್ಡುನ್ ಥವ್ನ್ ಹೊತಾ,ಅನಿ ಜೆ ಕಾಯ್ ಧಾಪುನ್ ಥವಲ್ಲೆ ತೆ ಗಾವ್ತಾ, ಅನಿ ಉಗ್ಡುನ್ ಭಾಯ್ರ್ ಹಾನುನ್ ಹೊತಾ”.