Luke 8:18 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସତକେ ମଧ୍ଯ ତା'ଠାରୁ ଛଡାଇ ନିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେଥିପାଇଁ ତୁମ୍ଭେମାନେ କିପରି ଶୁଣୁଛ, ସେ ବିଷୟରେ ସାବଧାନ ହୁଅ; କାରଣ ଯାହାର ଅଛି, ତାହାକୁ ଆହୁରି ଦିଆଯିବ, କିନ୍ତୁ ଯାହାର ନାହିଁ, ତାହାର ଯାହା କିଛି ଅଛି ବୋଲି ସେ ଭାବେ, ତାହା ମଧ୍ୟ ତା’ଠାରୁ ଛଡ଼ାଇ ନିଆଯିବ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନ ଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସେତକ ମଧ୍ୟ ତା’ଠାରୁ ଛଡ଼ାଇ ନିଆଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
Odia IRV 2017 (ଓଡିଆ ବାଇବେଲ)
ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ, “ಉಶಾರ್ಕಿನ್ ರ್‍ಹಾವಾ ಅನಿ ಬರೆ ಕರುನ್ ಆಯ್ಕಾ; ಕಶ್ಯಾಕ್ ಮಟ್ಲ್ಯಾರ್, ಕೊನಾಕ್ಡೆ ಕಾಯ್ತರ್ ಉಲ್ಲೆಸೆ ಹಾಯ್ ತೆಕಾ ಜಾಸ್ತಿಚೆ ದಿವ್ನ್ ಹೊತಾ, ಖರೆ ಕೊನಾಕ್ಡೆ ಉಲ್ಲೆಸೆಬಿ ನಾ, ತೆಚೆಕ್ಲೆ ಅಸಲ್ಲೆಬಿ ಉಲ್ಲೆಸೆ ಕಾಡುನ್ ಘೆವ್ನ್ ಜಾವ್ನ್ ಹೊತಾ” ಮನುನ್ ಸಾಂಗ್ಲ್ಯಾನ್.