Luke 8:2 — Compare Translations
7 translations compared side by side
Odia - 1840
"କେତକେ ସ୍ତ୍ରୀଲୋକ ମଧ୍ଯ ତାହାଙ୍କ ସାଙ୍ଗ ରେ ଥିଲେ। ସମାନଙ୍କେୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସମାନଙ୍କେ ମଧ୍ଯରୁ ଜଣକର ନାଁ ଥିଲା ମରିୟମ। ସେ ମଗ୍ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତଟି ଭୁତ ବାହାର କରା ଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍, ମଗ୍ଦଲିନୀ ନାମ୍ନୀ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରି ଯାଇଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଭୂତ କବଳରୁ ମୁକ୍ତ ହୋଇଥିବା ଓ ରୋଗରୁ ସୁସ୍ଥ ହୋଇଥିବା କେତେକ ସ୍ତ୍ରୀ ଲୋକ ମଧ୍ୟ ସେମାନଙ୍କ ସଙ୍ଗରେ ଗଲେ - ମରିୟମ (ଯାହାଙ୍କୁ ମଗ୍ଦଲିନୀ କୁହାଯାଉଥିଲା) ଓ ଯାହାଙ୍କର ସାତଟି ଭୂତ ବାହାରି କରାଯାଇଥିଲା,
Odia Bible ERV 2004 (ପବିତ୍ର ବାଇବଲ)
କେତେକ ସ୍ତ୍ରୀଲୋକ ମଧ୍ୟ ତାହାଙ୍କ ସାଙ୍ଗରେ ଥିଲେ। ସେମାନଙ୍କୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣକର ନାଁ ଥିଲା ମରିୟମ। ସେ ମଗ୍ଦଲା ସହରର ବାସିନ୍ଦା ଥିଲେ। ତା’ଠାରୁ ସାତୋଟି ଭୂତ ବାହାର କରା ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍ ମଗ୍ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍ ମଗ୍ଦଲୀନୀ ନାମକ ମରିୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುನ್ ಗಿರೆ ಸೊಡ್ವಲ್ಲ್ಯಾ ಅನಿ ಆರಾಮ್ ಕರಲ್ಲ್ಯಾ ಉಲ್ಲ್ಯಾ ಬಾಯ್ಕಾಮನ್ಸಾ ತೆಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ತೆಂಚ್ಯಾತ್ಲಿ ಎಕ್ಲಿ: ಮಾಗ್ದೆಲಿನಾ ಮನುನ್ ಬಲ್ವುತಲಿ ಮರಿ,ಜೆಜುನ್ ಹಿಚ್ಯಾ ಆಂಗಾತ್ನಾ ಸಾತ್ ಗಿರೆ ಕಾಡಲ್ಲ್ಯಾನ್;