Luke 8:20 — Compare Translations
7 translations compared side by side
Odia - 1840
"କହେି ଜଣେ ଯୀଶୁଙ୍କୁ କହିଲା, ତୁମ୍ଭର ମା ଓ ଭାଇମାନେ ବାହା ରେ ଠିଆ ହାଇେଛନ୍ତି। ସମାନେେ ତୁମ୍ଭକୁ ଦେଖିବାକୁ ଚାହୁଁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ତାହାଙ୍କୁ ଏହି ସମ୍ଵାଦ ଦିଆଗଲା, ଆପଣଙ୍କର ମା ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ଜଣେ ଯୀଶୁଙ୍କୁ କହିଲା, “ଆପଣଙ୍କର ମା’ ଓ ଭାଇମାନେ ବାହାରେ ଠିଆ ହୋଇଛନ୍ତି ଓ ଆପଣଙ୍କୁ ଦେଖିବାକୁ ଇଚ୍ଛା କରୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କେହି ଜଣେ ଯୀଶୁଙ୍କୁ କହିଲା, “ତୁମ୍ଭର ମା ଓ ଭାଇମାନେ ବାହାରେ ଠିଆ ହୋଇଛନ୍ତି। ସେମାନେ ତୁମ୍ଭକୁ ଦେଖିବାକୁ ଗ୍ଭହୁଁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମା' ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ಕಿ ಎಕ್ಲ್ಯಾನ್ ಜೆಜುಕ್ “ತುಜಿ ಬಾಯ್ ಅನಿ ಭಾವಾ ಭಾಯ್ರ್ ಇಬೆ ರ್ಹಾಲ್ಯಾತ್, ಅನಿ ತುಜಿ ವಾಟ್ ರಾಕುಲ್ಯಾತ್”. ಮನುನ್ ಸಾಂಗ್ಲ್ಯಾನ್.