Luke 8:21 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ସମାନଙ୍କେୁ ଉତ୍ତର ଦେଲେ, ମାରେ ମାଆ ଏ ଭାଇମାନେ ହେଉଛନ୍ତି ସହେିମାନେ, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ତାହା ପାଳନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମା ଓ ଭାଇମାନେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସମସ୍ତଙ୍କୁ ଚାହିଁ କହିଲେ, “ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋର ମା’ ଓ ଭାଇମାନେ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋର ମା ଓ ଭାଇମାନେ ହେଉଛନ୍ତି ସେହିମାନେ, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ତାହା ପାଳନ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମା' ଓ ଭାଇମାନେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ ಸಗ್ಳ್ಯಾಕ್ನಿ “ದೆವಾಚ್ಯಾ ಗೊಸ್ಟಿಯಾ ಆಯಿಕ್ತ್ಯಾತ್, ಅನಿ ತಸೆಚ್ ಚಲ್ತ್ಯಾತ್, ತೆನಿ ಮಾಜಿ ಬಾಯ್, ಅನಿ ಮಾಜಿ ಭಾವಾ” ಮಟ್ಲ್ಯಾನ್.