Luke 8:22 — Compare Translations
7 translations compared side by side
Odia - 1840
"ଦିନେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଗୋଟିଏ ଡଙ୍ଗା ରେ ଚଢି଼ଲେ। ଯୀଶୁ ସମାନଙ୍କେୁ କହିଲେ, ଆସ, ଆମ୍ଭମାନେେ ହ୍ରଦ ଆରପାରିକି ୟିବା। ଶିଷ୍ଯମାନେ ଡଙ୍ଗା ଖାଲିେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଦିନେ ସେ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, ଆସ, ହ୍ରଦର ଆରପାରିକି ଯିବା । ସେଥିରେ ସେମାନେ ନୌକା ଫିଟାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସହିତ ଗୋଟିଏ ନୌକାରେ ଚଢ଼ି କହିଲେ, “ଚାଲ, ଆମେ ହ୍ରଦର ଆରପାରିକୁ ଯିବା।” ସେମାନେ ଯାତ୍ରା ଆରମ୍ଭ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ଯୀଶୁଙ୍କ ଶକ୍ତି ଦେଖିଲେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ଡଙ୍ଗାରେ ଚଢ଼ିଲେ। ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ହ୍ରଦ ଆରପାରିକି ଯିବା।” ଶିଷ୍ୟମାନେ ଡଙ୍ଗା ଖୋଲିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, ଆସ, ହ୍ରଦର ଆରପାରିକୁ ଯିବା । ସେଥିରେ ସେମାନେ ନୌକା ଫିଟାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ಜೆಜು ಎಕ್ ಢೊನಿತ್ ಚಡ್ಲೊ ಅನಿ ತೆಚಿ ಶಿಸಾಬಿ ಚಡ್ಲಿ ತನ್ನಾ ತೆನಿ ಶಿಸಾಕ್ನಿ “ಅಮಿ ಸಮುಂದರಾಚ್ಯಾ ತಿಕುಲ್ಯಾ ದಂಡೆಕ್ ಜಾಂವ್ವಾ” ಮಟ್ಲ್ಯಾನ್ ತನ್ನಾ ತೆನಿ ಜಾವ್ಕ್ ಲಾಗ್ಲ್ಯಾನಿ.