Luke 8:23 — Compare Translations

7 translations compared side by side

Odia - 1840
"ସମାନେେ ଡଙ୍ଗା ବାହି ନେଉଥିବା ସମୟରେ ଯୀଶୁ ଶୋଇ ପଡିଲେ। ହ୍ରଦ ରେ ଝଡତାଫୋନ ମାଡି ଆସିଲା। ଡଙ୍ଗା ରେ ପାଣି ପଶିବାକୁ ଲାଗିଲା। ସମାନେେ ବିପଦ ରେ ପଡିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ସେ ଶୋଇପଡ଼ିଲେ । ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିବା ସମୟରେ ଯୀଶୁ ଶୋଇ ପଡ଼ିଲେ। ହଠାତ୍ ହ୍ରଦ ଉପରେ ପ୍ରଚଣ୍ଡ ବାୟୁ ବହିଲା ଓ ନୌକାରେ ପାଣି ପଶିବାକୁ ଲାଗିଲା, ଯାହା ଫଳରେ ସେମାନେ ସମସ୍ତେ ଘୋର ବିପଦରେ ପଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଡଙ୍ଗା ବାହି ନେଉଥିବା ସମୟରେ ଯୀଶୁ ଶୋଇ ପଡ଼ିଲେ। ହ୍ରଦରେ ଝଡ଼ତୋଫାନ ମାଡ଼ି ଆସିଲା। ଡଙ୍ଗାରେ ପାଣି ପଶିବାକୁ ଲାଗିଲା। ସେମାନେ ବିପଦରେ ପଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଲେ । ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜಾವ್ನಗೆತ್ ರಾತಾನಾ ಜೆಜುಕ್ ನಿಜ್‍ಲಾಗ್ಲಿ ತನ್ನಾ ಸಮುಂದರಾತ್ ಎಗ್ದಮ್ ಮೊಟೊ ವಾರೊ ಉಟ್ಲೊ, ಅನಿ ಢೊನಿತ್ ಪಾನಿ ಭರುಕ್‍ಲಾಲೆ,ಅಶೆ ತೆನಿ ಮೊಟ್ಯಾ ಅಪಾಯಾತ್ ಪಡ್ಲ್ಯಾನಿ.