Luke 8:24 — Compare Translations
7 translations compared side by side
Odia - 1840
"ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଉେଠଇ କହିବାକୁ ଲାଗିଲେ, ଗୁରୁ, ହେ ଗୁରୁ, ଆମ୍ଭେ ବୁଡିୟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ । ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ନିବୃତ୍ତ ହୋଇ ସୁସ୍ଥିର ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଯାଇ ତାଙ୍କୁ ଉଠାଇ କହିଲେ, “ହେ ଗୁରୁ, ହେ ଗୁରୁ, ଆମେ ମଲୁ।” ଯୀଶୁ ଉଠି ପବନ ଓ ତରଙ୍ଗକୁ ଧମକ ଦେଲେ, ସେମାନେ ସୁସ୍ଥିତର ହେଲେ ଓ ବାୟୁମଣ୍ଡଳ ଶାନ୍ତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଉଠେଇ କହିବାକୁ ଲାଗିଲେ, “ଗୁରୁ, ହେ ଗୁରୁ, ଆମ୍ଭେ ବୁଡ଼ିଯିବା।” ଯୀଶୁ ଠିଆ ହେଲେ। ସେ ତୋଫାନ ଓ ଢେଉକୁ ଆଜ୍ଞା ଦେଲେ। ପବନ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ । ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହି ସବୁ ବନ୍ଦ ହୋଇ ସୁସ୍ଥିର ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾ ಜೆಜುಕ್ ಗೆಲಿ ಅನಿ ತೆಕಾ ಉಟ್ವುನ್ “ಗುರುಜಿ, ಗುರುಜಿ, ಅಮಿ ಬುಡುನ್ ಮರ್ತಾಂವ್?” ಮನುಲಾಲೆ. ತನ್ನಾ ಜೆಜು ಉಟ್ಲೊ, ಅನಿ ವಾರ್ಯಾಕ್, ಅನಿ ಲ್ಹಾಟಾಕ್ನಿ ತೆನಿ ಹುಕುಮ್ ದಿಲ್ಯಾನ್. ತನ್ನಾ ವಾರೊ ಅನಿ ಲ್ಹಾಟಾ ಗಪ್ ರ್ಹಾಲಿ, ಅನಿ ಸಗ್ಳೆ ಎಗ್ದಮ್ ಶಾಂತ್ ಹೊಲೆ.