Luke 8:26 — Compare Translations

7 translations compared side by side

Odia - 1840
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଗାଲିଲୀରୁ ହ୍ରଦର ଅପର ପାଶର୍‌ବକୁ ଗଲେ। ସମାନେେ ଗରାଶିୟମାନେ ରହୁଥିବା ଅଞ୍ଚଳ ରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଓ ତାଙ୍କର ଶିଷ୍ୟମାନେ ନୌକାରେ ପାରି ହୋଇ ଗାଲିଲୀ ହ୍ରଦର ଅନ୍ୟ ପାଶ୍ୱର୍ରେ ଥିବା ଗରାଶୀୟ ଅଞ୍ଚଳକୁ ଆସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ଭୂତ କବଳରୁ ମୁକ୍ତି ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗାଲିଲୀରୁ ହ୍ରଦର ଅପର ପାର୍ଶ୍ୱକୁ ଗଲେ। ସେମାନେ ଗରାଶୀୟମାନେ ରହୁଥିବା ଅଞ୍ଚଳରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ಶಿಸಾ ಗಾಲಿಲಿಯಾ ಸಮುಂದರಾತ್ನಾ ಪಾರ್ ಹೊವ್ನ್ ತಿಕುಲ್ಯಾ ದಂಡೆಕ್ ಹೊತ್ತ್ಯಾ ಗೆರಸೆನಾಂಚ್ಯಾ ಜಾಗ್ಯಾರ್ ಯೆವ್ನ್ ಪಾವ್ಲ್ಯಾನಿ.