Luke 8:27 — Compare Translations
7 translations compared side by side
Odia - 1840
"ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦହେ ରେ ଭୂତଟିଏ ପ୍ରବେଶ କରିଥିଲା। ଅନକେ ଦିନ ଧରି ସେ ଲୁଗା ପିନ୍ଧୁ ନଥିଲା କି ଘ ରେ ମଧ୍ଯ ରହୁନଥିଲା। ସେ କବର ସ୍ଥାନ ରେ ରହୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ, ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କୂଳକୁ ଆସିବା ସମୟରେ ସହରର ଜଣେ ଭୂତଗ୍ରସ୍ତ ଲୋକ ତାଙ୍କୁ ଭେଟିଲା। ବହୁଦିନ ଧରି ଏହି ଲୋକଟି ଲୁଗା ପିନ୍ଧୁ ନ ଥିଲା। ସେ ଘର ଛାଡ଼ି ସମାଧି ସ୍ଥାନମାନଙ୍କରେ ରହୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦେହରେ ଭୂତଟିଏ ପ୍ରବେଶ କରିଥିଲା। ଅନେକ ଦିନ ଧରି ସେ ଲୁଗା ପିନ୍ଧୁ ନ ଥିଲା କି ଘରେ ମଧ୍ୟ ରହୁ ନ ଥିଲା। ସେ କବର ସ୍ଥାନରେ ରହୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಢೊನಿತ್ನಾ ದಂಡೆಕ್ ಉತರಲ್ಲ್ಯಾ ತನ್ನಾಚ್, ತ್ಯಾ ಗಾಂವಾತ್ಲ್ಯಾ ಗಿರೆ ಲಾಗಲ್ಲ್ಯಾ ಎಕ್ ಮಾನ್ಸಾಕ್ ತೊ ಭೆಟ್ಲೊ. ಲೈ ದಿಸಾಕ್ನಾ ತೊ ಮಾನುಸ್ ಆಂಗಾರ್ ಕಪ್ಡೆನಸ್ತಾನಾ ಫಿರಿ, ಅನಿ ಘರಾತ್ ರೈನಸಿ, ಲೊಕಾಕ್ನಿ ಮಾಟಿ ದಿತಲ್ಯಾ ಢೊಂಬಾತ್ನಿಚ್ ತೊ ರೈ.