Luke 8:29 — Compare Translations
6 translations compared side by side
Odia - 1840
"ଯୀଶୁ ଭୂତକୁ ସହେି ଲୋକଟି ଦହରେୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗ ରେ ପଡିଯାଇ ଉଚ୍ଚ ସ୍ବର ରେ ପାଟି କରି କହିଲା, ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମାେ'ଠାରୁ କ'ଣ ଚାହୁଁଛ? ମୁଁ ଅନୁ ରୋଧ କରୁଛି, ମାେତେ ଦଣ୍ଡ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ । ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି ଲୋକେ ତାହାଙ୍କୁ ଜଞ୍ଜିର ଓ ବେଡ଼ିରେ ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ତାଇ ପକାଇ ଭୂତ ଦ୍ଵାରା ପ୍ରାନ୍ତରକୁ ଚାଳିତ ହେଉଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତା’ଠାରୁ ଭୂତକୁ ବାହାରି ଯିବା ପାଇଁ ଆଦେଶ ଦେଇ ଥିବାରୁ ସେ ଏପରି କହିଲା। ଅନେକ ଥର ପୂଜ ତାକୁ ଆକ୍ରମଣ କରିଥିଲା। ତା’ର ହାତ ଓ ଗୋଡ଼କୁ ଜଞ୍ଜିରରେ ବାନ୍ଧି ରଖିଲେ ମଧ୍ୟ, ସେ ଜଞ୍ଜିର ଛିଣ୍ଡାଇ ପକାଇ ଥିଲା ଏବଂ ଭୂତ ତାକୁ ନିର୍ଜ୍ଜନ ସ୍ଥାନକୁ ନେଇ ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଜଞ୍ଜିର ଓ ବେଡ଼ିସବୁ ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ । ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଶିକୁଳି ଓ ହାତ କଡ଼ି ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್,ಜೆಜುನ್ ತೆಕಾ ತ್ಯಾ ಮಾನ್ಸಾಚ್ಯಾ ಆಂಗಾತ್ನಾ ಭಾಯ್ರ್ ಪಡ್ ಮನುನ್ ಹುಕುಮ್ ದಿಲ್ಲ್ಯಾನ್. ತಸೆ ಮನುನ್ ತೊ ತಸೆ ಮನುಲಾಗಲ್ಲೊ. ಲೊಕಾನಿ ಲೈಂದಾ ತೆಕಾ ಧರುಕ್ ಪ್ರಯತ್ನ್ ಕರಲ್ಲ್ಯಾನಿ. ಅನಿ ಬಂಧಿಖಾನ್ಯಾತ್ ಥವ್ಕ್ ಬಗಟಲ್ಲ್ಯಾನಿ, ಸರ್ಪೊಳ್ಯಾನಿ ಹಾತಾ-ಪಾಯಾ ಭಾಂದುಕ್ ಬಗಟಲ್ಲ್ಯಾನಿ, ಖರೆ ತೊ ಸರ್ಪೊಳ್ಯಾ ತೊಡುನ್ ಟಾಕಿ, ಅನಿ ತೊ ಗಿರೊ ತೆಕಾ ಹಾಳ್ ಡಂಗ್ಳಿತ್ ಜಯ್ ಸರ್ಕೆ ಕರಿ.