Luke 8:3 — Compare Translations
7 translations compared side by side
Odia - 1840
"େ ହରୋଦଙ୍କ ଗୁମାସ୍ତା ଖୂଜାଙ୍କ ସ୍ତ୍ରୀ ୟୋହାନ୍ନା, ଶୋଶାନ୍ନା, ପୁଣି ଏହିଭଳି ଆହୁରି ଅନକେ ସ୍ତ୍ରୀ ଲୋକ ମଧ୍ଯ ଯାଉଥିଲେ। ସହେି ସ୍ତ୍ରୀ ଲୋକମାନେ ଯୀଶୁ ଓ ତାହାଙ୍କ ପ୍ ରରେିତମାନଙ୍କୁ ସାହାୟ୍ଯ କରିବା ପାଇଁ ସମାନଙ୍କେ ନିଜ ଟଙ୍କା ଖର୍ଚ୍ଚ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେରୋଦଙ୍କ ବେବର୍ତ୍ତା ଖୂଜାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ଆପଣା ଆପଣା ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହାନ୍ନା, ଯାହାଙ୍କ ସ୍ୱାମୀ ଖୁଜା, ହେରୋଦଙ୍କ ରାଜଦରବାରରେ ଜଣେ ବେବର୍ତ୍ତା ଥିଲେ, ସୁଶାନ୍ନା ଓ ଆହୁରି ଅନେକ ସ୍ତ୍ରୀ ଲୋକ; ଏମାନେ ଯୀଶୁଙ୍କୁ ଓ ତାଙ୍କର ଶିଷ୍ୟମାନଙ୍କୁ ସାହାଯ୍ୟ କରିବା ପାଇଁ ନିଜର ସମ୍ବଳ ବିନିଯୋଗ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦଙ୍କ ଗୁମାସ୍ତା ଖୂଜାଙ୍କ ସ୍ତ୍ରୀ ଯୋହାନା, ଶୋଶାନ୍ନା, ପୁଣି ଏହିଭଳି ଆହୁରି ଅନେକ ସ୍ତ୍ରୀ ଲୋକ ମଧ୍ୟ ଯାଉଥିଲେ। ସେହି ସ୍ତ୍ରୀ ଲୋକମାନେ ଯୀଶୁ ଓ ତାହାଙ୍କ ପ୍ରେରିତମାନଙ୍କୁ ସାହାଯ୍ୟ କରିବା ପାଇଁ ସେମାନଙ୍କ ନିଜ ଟଙ୍କା ଖର୍ଚ୍ଚ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ହେରୋଦଙ୍କ ପରିଚାଳକ ଖୁଜା ଓ ତାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೊನ್ನಾ ಹಿಚೊ ಘೊ ಖುಜಾ ಮನ್ತಲೊ ಹೆರೊದಾಚ್ಯಾ ಘರಾತ್ ಎಕ್ ಅದಿಕಾರಿ ಹೊವ್ನ್ ಹೊತ್ತೊ, ಅನಿ ಸುಸಾನ್ನಾ, ಅನಿ ಸುಮಾರ್ ಬಾಯ್ಕಾಮನ್ಸಾ ಅಪ್ನಾಚ್ಯಾ ಸ್ವತಾಚ್ಯಾ ಪೈಶಾನಿ, ಜೆಜುಕ್ ಅನಿ ಶಿಸಾಕ್ನಿ ಮಜತ್ ಕರಿತ್.