Luke 8:31 — Compare Translations

7 translations compared side by side

Odia - 1840
"ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସମାନଙ୍କେୁ ଅନନ୍ତ ନର୍କକୁ ପଠାଇ ନ ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଯେପରି ସେମାନଙ୍କୁ ରସାତଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କୁ ପାତାଳକୁ ନ ପଠାଇବା ପାଇଁ ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଅନନ୍ତ ନର୍କକୁ ପଠାଇ ନ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಿರ್‍ಯಾನಿ ಅಪ್ನಾಕ್ ಪಾತಾಳಾಕ್ ಧಾಡುನಕ್ಕೊ, ಮನುನ್ ಜೆಜುಕ್ಡೆ ಮಾಗ್ಲ್ಯಾನಿ.