Luke 8:33 — Compare Translations

7 translations compared side by side

Odia - 1840
"ତା'ପରେ ଭୂତମାନେ ଲୋକଟି ଦହରେୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦହକେୁ ଚାଲିଗଲେ। ଦଳକଯାକ ଘୁଷୁରି ସହେି ପାହାଡ ଉପରୁ ହ୍ରଦ ଭିତରକୁ ଦୌଡିଗଲେ ଓ ସମସ୍ତେ ବୁଡିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖ ସ୍ଥାନ ଦେଇ ହ୍ରଦରେ ପଡ଼ି ବୁଡ଼ି ମଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସେ ଲୋକଠାରୁ ବାହାରି ଘୁଷୁରି ପଲ ମଧ୍ୟକୁ ଗଲେ। ସମୁଦାୟ ପଲଟି ଧାଇଁ ପଳାଇ ଗଲେ ଓ ପାହାଡ଼ ଧାରରୁ ହ୍ରଦ ଭିତରେ ଖସିପଡ଼ି ବୁଡ଼ିମଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଭୂତମାନେ ଲୋକଟି ଦେହରୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ଦଳକଯାକ ଘୁଷୁରି ସେହି ପାହାଡ଼ ଉପରୁ ହ୍ରଦ ଭିତରକୁ ଦୌଡ଼ିଗଲେ ଓ ସମସ୍ତେ ବୁଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ଼ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತ್ಯಾ ಮಾನ್ಸಾಕ್ ಸೊಡುನ್ ಡುಕ್ರಾತ್ನಿ ಜಾವ್ನ್ ಗುಸ್ಲ್ಯಾನಿ, ಡುಕ್ರಾಂಚೊ ಸಗ್ಳೊ ಹಿಂಡ್ ಮಡ್ಡಿ ವೈನಾ ಪಾನಿಯಾತ್ ಪಡುನ್ ಬುಡುನ್ ಮರುನ್ ಗೆಲೊ.