Luke 8:36 — Compare Translations
7 translations compared side by side
Odia - 1840
"ଯେଉଁମାନେ ଏହି ଘଟଣା ଦେଖିଥିଲେ, ସମାନେେ ସମସ୍ତେ ଅନ୍ୟ ଲୋକମାନଙ୍କୁ କହିବାକୁ ଲାଗିଲେ, ଯେ ଭୂତ କବଳିତ ଲୋକଟି କିପରି ଭଲ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ନିଜେ ଘଟଣା ଦେଖିଥିଲେ, ଲୋକଟି କିପରି ସୁସ୍ଥ ହେଲା, ତାହା ଅନ୍ୟମାନଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଏହି ଘଟଣା ଦେଖିଥିଲେ, ସେମାନେ ସମସ୍ତେ ଅନ୍ୟ ଲୋକମାନଙ୍କୁ କହିବାକୁ ଲାଗିଲେ, ଯେ ଭୂତ କବଳିତ ଲୋକଟି କିପରି ଭଲ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಗಿರೊಲಾಗಲ್ಲೊ ಮಾನುಸ್ ಕಸೊ ಬರೊ ಹೊಲೊ ಮನುನ್ ಬಗಟಲ್ಲ್ಯಾನಿ, ಸಗ್ಳೆ ಲೊಕಾಕ್ನಿ ಸಾಂಗ್ಲ್ಯಾನಿ.