Luke 8:37 — Compare Translations

7 translations compared side by side

Odia - 1840
"ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସହେି ସ୍ଥାନରୁ ଚାଲିୟିବାପାଇଁ ଅନୁ ରୋଧ କଲେ। କାରଣ ସମାନେେ ସମସ୍ତେ ବହୁତ ଡରି ଯାଇଥିଲେ। ତେଣୁ ଯୀଶୁ ଡଙ୍ଗା ରେ ବସି ଗାଲିଲୀ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚତୁର୍ଦ୍ଦିଗସ୍ଥ ସମସ୍ତ ଲୋକ ସେମାନଙ୍କଠାରୁ ପ୍ରସ୍ଥାନ କରିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟ; ଭୟଗ୍ରସ୍ତ ହୋଇଥିଲେୟ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ବାହୁଡ଼ି ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ସ୍ଥାନର ଲୋକମାନେ ଯୀଶୁଙ୍କୁ ସେଠାରୁ ଚାଲିଯିବା ପାଇଁ କହିଲେ, କାରଣ ସେମାନେ ବଡ଼ ଆତଙ୍କିତ ହୋଇଥିଲେ। ତେଣୁ ଯୀଶୁ ନୌକାରେ ଚଢ଼ି ଚାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସେହି ସ୍ଥାନରୁ ଗ୍ଭଲିଯିବା ପାଇଁ ଅନୁରୋଧ କଲେ। କାରଣ ସେମାନେ ସମସ୍ତେ ବହୁତ ଡରି ଯାଇଥିଲେ। ତେଣୁ ଯୀଶୁ ଡଙ୍ଗାରେ ବସି ଗାଲିଲୀ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಜಾಗ್ಯಾ ವೈಲಿ ಸಗ್ಳಿ ಲೊಕಾ ಜೆಜುಕ್ ಅಮ್ಚೆ ಗಾಂವ್ ಸೊಡುನ್ ಜಾ ಮನುಕ್‍ಲಾಲಿ, ಕಶ್ಯಾಕ್ ಮಟ್ಲ್ಯಾರ್, ತೆನಿ ಭಿಂಯಾವಲ್ಲ್ಯಾನಿ, ತಸೆ ಮನುನ್ ಜೆಜು ಢೊನಿತ್ ಚಡ್ಲೊ, ಅನಿ ಜಾವ್ಕಲಾಲೊ.