Luke 8:39 — Compare Translations

7 translations compared side by side

Odia - 1840
"ଘରକୁ ଫରେିଯାଅ। ପରମେଶ୍ବର ତୁମ୍ଭ ପାଇଁ ଯାହା କରିଛନ୍ତି ତାହା ଲୋକମାନଙ୍କୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ତାହାକୁ ବିଦାୟ କରି କହିଲେ, ତୁମ୍ଭ ଘରକୁ ବାହୁଡ଼ିଯାଅ, ପୁଣି ଈଶ୍ଵର ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି, ସେହିସବୁ ବର୍ଣ୍ଣନା କର । ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେ ଯେ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ତାକୁ ପଠାଇ ଦେଇ କହିଲେ, “ଘରକୁ ଫେରି ଯାଅ, ଈଶ୍ୱର ତୁମ ପ୍ରତି ଯାହା କରିଛନ୍ତି, ତାହା ଜଣାଅ।” ସେ ଫେରିଯାଇ ଯୀଶୁ ତା’ ପାଇଁ କରିଥିବା କାର୍ଯ୍ୟ ସହର ସାରା ସମସ୍ତଙ୍କୁ କହି ବୁଲିଲା।
Odia Bible ERV 2004 (ପବିତ୍ର ବାଇବଲ)
“ଘରକୁ ଫେରିଯାଅ। ପରମେଶ୍ୱର ତୁମ୍ଭ ପାଇଁ ଯାହା କରିଛନ୍ତି ତାହା ଲୋକମାନଙ୍କୁ କୁହ।” ତେଣୁ ଲୋକଟି ଫେରିଗଲା ଓ ଯୀଶୁ ତା’ ପାଇଁ ଯାହା କରିଥିଲେ, ତାହା ନଗର ସାରା ସମସ୍ତଙ୍କୁ କହି ବୁଲିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, “ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ବର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହିସବୁ ବର୍ଣ୍ଣନା କର।” ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ୱର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହି ସବୁ ବର୍ଣ୍ଣନା କର । ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ “ತುಜ್ಯಾ ಘರಾಕ್ ಜಾ, ಅನಿ ತುಜ್ಯಾ ಘರಾತ್ಲ್ಯಾಕ್ನಿ ದೆವಾನ್ ಕಾಯ್-ಕಾಯ್ ಕರ್‍ಲ್ಯಾನ್ ತೆ ಸಾಂಗ್”, ಮನುನ್ ಸಾಂಗ್ಲ್ಯಾನ್. ತೊ ಮಾನುಸ್ ಶಾರಾತ್ ಗೆಲೊ,ಅನಿ ಜೆಜುನ್ ಅಪ್ನಾಕ್ ಕಾಯ್-ಕಾಯ್ ಕರಲ್ಲೆ ಸಗ್ಳೆ ಸಾಂಗ್ಲ್ಯಾನ್.