Luke 8:40 — Compare Translations
7 translations compared side by side
Odia - 1840
"ଯୀଶୁ ଗାଲିଲୀ ଫରେିୟିବା ପରେ ଲୋକମାନେ ତାହାଙ୍କୁ ସ୍ବାଗତ କଲେ। ସମସ୍ତେ ତାହାଙ୍କୁ ଅପେକ୍ଷା କରି ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ବାହୁଡ଼ି ଆସନ୍ତେ, ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ଯୀଶୁ ହ୍ରଦର ଆର ପାରିକୁ ଆସିଲେ, ଅନେକ ଲୋକ ସେଠାରେ ତାଙ୍କୁ ସ୍ୱାଗତ କଲେ, କାରଣ ସେମାନେ ତାଙ୍କ ଅପେକ୍ଷାରେ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମରିଯାଇଥିବା ଝିଅକୁ ଜୀବନ ଦେବା ଓ ରୋଗୀ ସ୍ତ୍ରୀ ଲୋକକୁ ସୁସ୍ଥ କରିବା ଯୀଶୁ ଗାଲିଲୀ ଫେରିଯିବା ପରେ ଲୋକମାନେ ତାହାଙ୍କୁ ସ୍ୱାଗତ କଲେ। ସମସ୍ତେ ତାହାଙ୍କୁ ଅପେକ୍ଷା କରି ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಸಮುಂದರಾಚ್ಯಾ ಅನಿಎಕ್ ದಂಡೆಕ್ ಪರ್ತುನ್ ಯೆಲ್ಲ್ಯಾ ತನ್ನಾ, ಲೊಕಾನಿ ತೆಕಾ ಸ್ವಾಗತ್ ಕರ್ಲ್ಯಾನಿ, ಕಶ್ಯಾಕ್ ಮಟ್ಲ್ಯಾರ್, ತೆನಿ ತೆಚಿ ವಾಟ್ ರಾಕುನ್ಗೆತ್ ಹೊತ್ತ್ಯಾನಿ.