Luke 8:41 — Compare Translations

7 translations compared side by side

Odia - 1840
"ଯାଈରସ ନାମ ରେ ଜଣେ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯାଈରସ ସଠାେକାର ସମାଜଗୃହର ନେତା ଥିଲେ। ସେ ଯୀଶୁଙ୍କ ପାଦତଳେ ପଡିଗଲେ ଓ ତାହାଙ୍କୁ ଘରକୁ ଆସିବା ପାଇଁ ଅନୁରୋଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ । ସେ ଯୀଶୁଙ୍କ ଚରଣ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଯାୟୀରସ ନାମକ ଜଣେ ଲୋକ ଆସି ପହଞ୍ଚିଲେ। ସେ ସ୍ଥାନୀୟ ଉପାସନା ଗୃହର ଜଣେ କର୍ମକର୍ତ୍ତା ଥିଲେ। ସେ ନିଜେ ଯୀଶୁଙ୍କ ପାଦ ତଳେ ପଡ଼ି ତାଙ୍କ ଘରକୁ ଯିବା ପାଇଁ ଯୀଶୁଙ୍କୁ ବିନତି କଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯାଈରସ ନାମରେ ଜଣେ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯାଈରସ ସେଠାକାର ସମାଜଗୃହର ନେତା ଥିଲେ। ସେ ଯୀଶୁଙ୍କ ପାଦତଳେ ପଡ଼ିଗଲେ ଓ ତାହାଙ୍କୁ ଘରକୁ ଆସିବା ପାଇଁ ଅନୁରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ନେତା ଥିଲେ । ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜಾಯಿರ್ ಮನ್ತಲೊ ಎಕ್ ಮಾನುಸ್ ಯೆಲೊ, ತೊ ಥೈತ್ಲ್ಯಾ ಸಿನಾಗೊಗಾಚೊ ಅದಿಕಾರಿ ಹೊವ್ನ್ ಹೊತ್ತೊ; ತೊ ಎಗ್ದಮ್ ಜೆಜುಚ್ಯಾ ಪಾಂಯಾತ್ ಪಡ್ಲೊ, ಅನಿ ಜೆಜುಕ್ ಅಪ್ನಾಚ್ಯಾ ಘರಾಕ್ಡೆ ಯೆ, ಮನುನ್ ಮಾಗುಕ್‍ಲಾಲೊ.