Luke 8:42 — Compare Translations

7 translations compared side by side

Odia - 1840
"ଯାଈରସଙ୍କର ଗୋଟିଏ ବୋଲି ଝିଅ ଥିଲା। ତାହାକୁ ବାର ବର୍ଷ ବୟସ ହାଇେଥିଲା। ସେ ମରିୟିବା ଅବସ୍ଥା ରେ ପଡିଥିଲା। ଯୀଶୁ ଯେତବେେଳେ ଯାଈରସର ଘରକୁ ଯାଉଥିଲେ, ସେତବେେଳେ ବହୁ ସଂଖ୍ଯା ରେ ଲୋକ ତାହାଙ୍କ ଘର ଚାରିପାଖକୁ ଆସିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା । କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତାଙ୍କର ବାର ବର୍ଷ ବୟସର ଏକ ମାତ୍ର ଝିଅ ଅସୁସ୍ଥ ହୋଇ ମୃତପ୍ରାୟ ଅବସ୍ଥାରେ ଥିଲା। ଯୀଶୁ ଯିବା ସମୟରେ ପ୍ରତ୍ୟେକ ଦିଗରୁ ଲୋକମାନେ ତାଙ୍କ ଉପରେ ମାଡ଼ି ପଡ଼ୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯାଈରସଙ୍କର ଗୋଟିଏ ବୋଲି ଝିଅ ଥିଲା। ତାହାକୁ ବାର ବର୍ଷ ବୟସ ହୋଇଥିଲା। ସେ ମରିଯିବା ଅବସ୍ଥାରେ ପଡ଼ିଥିଲା। ଯୀଶୁ ଯେତେବେଳେ ଯାଈରସର ଘରକୁ ଯାଉଥିଲେ, ସେତେବେଳେ ବହୁ ସଂଖ୍ୟାରେ ଲୋକ ତାହାଙ୍କ ଘର ଗ୍ଭରିପାଖକୁ ଆସିଗଲେ। ଲୋକଙ୍କ ଭିଡ଼ ଭିତରେ ଯୀଶୁ ଗ୍ଭପି ହୋଇ ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା । କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತೆಚಿ ಬಾರಾ ವರ್ಸಾಚಿ ಲೆಕ್ ಮರ್‍ತಲ್ಯಾ ಸ್ಧಿತಿರ್ ಹೊತ್ತಿ, ತನ್ನಾ ಜೆಜು ತೆಚ್ಯಾ ವಾಂಗ್ಡಾ ಜಾವ್ನಗೆತ್ ಹೊತ್ತೊ, ತನ್ನಾ ಲೊಕಾ ಜೆಜುಚ್ಯಾ ಭೊತ್ಯಾನಿ ಹೊತ್ತಿ, ಅನಿ ಢಕ್ಲಾ-ಢಕ್ಲಿ ಕರಿತ್.