Luke 8:44 — Compare Translations
7 translations compared side by side
Odia - 1840
"ସହେି ସ୍ତ୍ରୀ ଲୋକ ଯୀଶୁଙ୍କ ପଛପଟୁ ଆସି ତାହାଙ୍କ ଜାମାର ତଳକୁ ଛୁଇଁ ଦଲୋ। ତତ୍କ୍ଷଣାତ୍ ତାର ରକ୍ତସ୍ରାବ ବନ୍ଦ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ତତ୍କ୍ଷଣାତ୍ ତାହାର ରକ୍ତସ୍ରାବ ବନ୍ଦ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଜନଗହଳି ମଧ୍ୟରୁ ଯୀଶୁଙ୍କ ପଛକୁ ଆସି ତାଙ୍କର ବସ୍ତ୍ରଧାର ଛୁଇଁଲା ଏବଂ ସଙ୍ଗେ ସଙ୍ଗେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀ ଲୋକ ଯୀଶୁଙ୍କ ପଛପଟୁ ଆସି ତାହାଙ୍କ ଜାମାର ତଳକୁ ଛୁଇଁଦେଲା। ତତ୍କ୍ଷଣାତ୍ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಜೆಜುಚ್ಯಾ ಫಾಟಿ ಯೆಲಿ ಅನಿ ತೆನಿ ಜೆಜುಚ್ಯಾ ಆಂಗಾ ವೈಲ್ಯಾ ಕಪ್ಡ್ಯಾಚ್ಯಾ ತುದಿಚ್ಯಾ ಘೊಂಡ್ಯಾಕ್ ತೆನಿ ಹಾತ್ ಲಾವ್ಲಿನ್,ತನ್ನಾ ರಗಾತ್ ಜಾತಲೆ ಬಂದ್ ಹೊಲೆ.