Luke 8:45 — Compare Translations

7 translations compared side by side

Odia - 1840
"ସେତବେେଳେ ଯୀଶୁ ପଚାରିଲେ, ମାେତେ କିଏ ଛୁଇଁଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ କହିଲେ, କିଏ ମୋତେ ଛୁଇଁଲା? ମାତ୍ର ସମସ୍ତେ ଅସ୍ଵୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପଚାରିଲେ, “କିଏ ମୋତେ ଛୁଇଁଲା?” ସମସ୍ତେ ଅସ୍ୱୀକାର କଲେ, ପିତର କହିଲେ, “ଗୁରୁ ଚାରିପଟେ ଲୋକମାନେ ଘେରି ରହି ଆପଣଙ୍କ ଉପରେ ମାଡ଼ି ପଡ଼ୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯୀଶୁ ପଗ୍ଭରିଲେ, “ମୋତେ କିଏ ଛୁଇଁଲା?” ସବୁ ଲୋକ କହିଲେ ଯେ, ସେମାନେ ତାହାଙ୍କୁ ଛୁଇଁ ନାହାନ୍ତି। ତା’ପରେ ପିତର କହିଲେ, “ଗୁରୁ, ସବୁ ଲୋକତ ଆପଣଙ୍କ ଗ୍ଭରିପଟେ ଘେରି ରହିଛନ୍ତି ଏବଂ ଆପଣଙ୍କ ଆଡ଼କୁ ଠେଲି ହୋଇ ଯାଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ କହିଲେ, “କିଏ ମୋତେ ଛୁଇଁଲା?” ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ କହିଲେ, କିଏ ମୋତେ ଛୁଇଁଲା? ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ “ಮಾಕಾ ಕೊನ್ ಹಾತ್ ಲಾವ್ಲೆ?” ಮನುನ್ ಇಚಾರ್‍ಲ್ಯಾನ್. ಸಗ್ಳೆ ಜಾನಾ ಮಿಯಾ ನ್ಹಯ್- ತಿಯಾ ನ್ಹಯ್, ಮಟ್ಲ್ಯಾನಿ. ತನ್ನಾ ಪೆದ್ರುನ್ “ಗುರುಜಿ, ಲೊಕಾ ತುಜ್ಯಾ ಭೊತ್ಯಾನಿ ಹಾತ್, ಅನಿ ತೆನಿ ತುಜ್ಯಾ ಆಂಗಾರ್ ಪಡುಲ್ಯಾತ್”, ಮಟ್ಲ್ಯಾನ್.