Luke 8:49 — Compare Translations
7 translations compared side by side
Odia - 1840
"ସେ ଠିକ୍ ଏହି କଥା କହୁଥିବା ସମୟରେ ସମାଜଗୃହର ନେତା ଯାଈରସଙ୍କ ଘରୁ ଜଣେ ଆସି କହିଲା, ତୁମ୍ଭ ଝିଅ ମରିଗଲା। ଆଉ ଏବେ ଗୁରୁଙ୍କୁ କଷ୍ଟ ଦିଅନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହା କହିବା ସମୟରେ କର୍ମଚାରୀଙ୍କ ଘରୁ ଜଣେ ସମ୍ବାଦ ନେଇ ଆସିଲା। ସେ ଯାୟୀରସଙ୍କୁ କିହଲା, “ଆପଣଙ୍କ ଝିଅ ମରି ଯାଇଛି, ଗୁରୁଙ୍କୁ ଆଉ ହଇରାଣ କରନ୍ତୁ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଠିକ୍ ଏହି କଥା କହୁଥିବା ସମୟରେ ସମାଜଗୃହର ନେତା ଯାଈରସଙ୍କ ଘରୁ ଜଣେ ଆସି କହିଲା, “ତୁମ୍ଭ ଝିଅ ମରିଗଲା। ଆଉ ଏବେ ଗୁରୁଙ୍କୁ କଷ୍ଟ ଦିଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ନେତାଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅಶೆ ಸಾಂಗ್ತಾ-ಸಾಂಗ್ತಾನಾಚ್, ತ್ಯಾ ಅದಿಕಾರ್ಯಾ ಘರಾತ್ನಾ ಎಕ್ಲೊ ಖಬರ್ ಘೆವ್ನ್ ಯೆಲೊ, ಅನಿ ಜಾಯಿರಾಕ್ “ತುಜಿ ಲೆಕ್ ಮರ್ಲಿ, ಅನಿಬಿ ತಿಯಾ ಗುರುಜಿಕ್ ತರಾಸ್ ದಿತಲೆ ನಕ್ಕೊ” ಮನುನ್ ಸಾಂಗುಕ್ ಲಾಗ್ಲೊ.