Luke 8:5 — Compare Translations

7 translations compared side by side

Odia - 1840
"ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ ରେ ଯାଇ ପଡିଲା। ଏହି ବୀଜଗୁଡିକ ଲୋକଙ୍କ ପାଦ ରେ ଚକଟି ହାଇଗେଲା ଓ ଚଢଇମାନେେ ସଗେୁଡିକୁ ଖାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଣେ ବୁଣାଳି ଆପଣା ବିହନ ବୁଣିବାକୁ ବାହାରିଲା । ସେ ବୁଣୁ ବୁଣୁ କେତେକ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଥରେ ଜଣେ ଲୋକ ବିହନ ବୁଣିବାକୁ ଗଲା। ସେ କ୍ଷେତରେ ବିହନ ବୁଣିବା ସମୟରେ କେତେକ ବାଟ କଡ଼ରେ ପଡ଼ିଲା। ସେଗୁଡ଼ିକ ପାଦରେ ଦଳି ହୋଇଗଲା ଓ ପକ୍ଷୀମାନେ ଖାଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ଼ରେ ଯାଇ ପଡ଼ିଲା। ଏହି ବୀଜଗୁଡ଼ିକ ଲୋକଙ୍କ ପାଦରେ ଚକଟି ହୋଇଗଲା ଓ ଚଢ଼େଇମାନେ ସେଗୁଡ଼ିକୁ ଖାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା । ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳିହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಗ್ದಾ ಎಕ್ ಮಾನುಸ್ ಘವಾಚೆ ಭ್ಹಿಂಯ್, ಪೆರುಕ್ ಗೆಲೊ.ತೊ ಶೆತಾತ್ ಭ್ಹಿಂಯ್ ಸಿಪಡ್ತಾನಾ,ತ್ಯಾತುರ್‍ಲೆ ಉಲ್ಲೆ, ವಾಟೆಚ್ಯಾ ದಂಡೆರ್ ಪಡ್ಲೆ,ತೆ ಉಲ್ಲೆ ಭ್ಹಿಂಯ್ ಲೊಕಾಂಚ್ಯಾ ಪಾಂಯಾತ್ನಿ ಗಾವ್ಲೆ, ಅನಿ ಫಾಂಕ್ರಾನಿ ಯೆವ್ನ್ ತೆ ಖಾವ್ನ್ ಗೆಲ್ಯಾನಿ.