Luke 8:50 — Compare Translations

7 translations compared side by side

Odia - 1840
"ଯୀଶୁ ଏକଥା ଶୁଣିଲେ। ସେ ଯାଈରସଙ୍କୁ କହିଲେ, ଭୟ କରନାହିଁ। ବିଶ୍ବାସ ରଖ, ତୁମ୍ଭ ଝିଅ ସୁସ୍ଥ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ଏହା ଶୁଣି ତାଙ୍କୁ ଉତ୍ତର ଦେଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର, ଆଉ ସେ ବଞ୍ଚିବ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ଏ କଥା ଶୁଣି ଯାୟୀରସଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର; ସେ ସୁସ୍ଥ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏ କଥା ଶୁଣିଲେ। ସେ ଯାଈରସଙ୍କୁ କହିଲେ, “ଭୟ କର ନାହିଁ। ବିଶ୍ୱାସ ରଖ, ତୁମ୍ଭ ଝିଅ ସୁସ୍ଥ ହୋଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, “ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ಹೆ ಆಯ್ಕುನ್ ಜಾಯಿರಾಕ್ “ಭಿಂವ್‍ನಕೊ; ಖಾಲಿ ವಿಶ್ವಾಸಾನ್ ರ್‍ಹಾ, ತಿ ಬರಿ ಹೊತಾ” ಮಟ್ಲ್ಯಾನ್.