Luke 8:51 — Compare Translations
7 translations compared side by side
Odia - 1840
"ଯୀଶୁ ଘରକୁ ଆସିଲେ। ସେ କବଳେ ପିତର, ଯୋହନ ଓ ଯାକୁବ ତଥା ଝିଅଟିର ବାପାମାଆଙ୍କୁ ତାହାଙ୍କ ସହିତ ଭିତରକୁ ୟିବାକୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ସେମାନେ ଯାୟୀରସ ଘରେ ପହଞ୍ôଚଲେ, ପିତର, ଯୋହନ, ଯାକୁବ ଓ ଝିଅର ପିତାମାତାଙ୍କ ଛଡ଼ା ଆଉ କାହାକୁ ଭିତରକୁ ଯିବା ପାଇଁ ଯୀଶୁ ଅନୁମତି ଦେଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଘରକୁ ଆସିଲେ। ସେ କେବଳ ପିତର, ଯୋହନ ଓ ଯାକୁବ ତଥା ଝିଅଟିର ବାପା-ମାଙ୍କୁ ତାହାଙ୍କ ସହିତ ଭିତରକୁ ଯିବାକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಜಾಯಿರಾಚ್ಯಾ ಘರಾಕ್ ಯೆವ್ನ್ ಪಾವಲ್ಲ್ಯಾ ತನ್ನಾ, ತೆನಿ ಪೆದ್ರು, ಜುವಾಂವಾಕ್ ಅನಿ ಜಾಕೊಬಾಕ್, ಅನಿ ತ್ಯಾ ಚೆಡ್ವಾಚ್ಯಾ ಬಾಯ್ಕ್ ಅನಿ ಬಾಬಾಕ್ ಸೊಡುನ್ ಕೊನಾಕ್ಬಿ ಅಪ್ನಾಚ್ಯಾ ವಾಂಗ್ಡಾ ಭುತ್ತುರ್ ಯೆವ್ಕ್ ಸೊಡುಕ್ನಾ.