Luke 8:52 — Compare Translations
7 translations compared side by side
Odia - 1840
"ସମସ୍ତେ ସହେି ଝିଅଟିର ମୃତ୍ଯୁ ପାଇଁ କାନ୍ଦୁଥିଲେ ଓ ଦୁଃଖ କରୁଥିଲେ। କିନ୍ତୁ ଯୀଶୁ କହିଲେ, କନ୍ଦନାହିଁ, ସେ ମରି ନାହିଁ, ସେ କବଳେ ଶାଇେଛି ମାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସମସ୍ତେ ତାହା ଲାଗି ରୋଦନ କରୁ କରୁ ଛାତିରେ ମାରିହେଉଥିଲେ । ସେଥିରେ ସେ କହିଲେ, ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଥିବା ଲୋକମାନେ ପିଲାଟି ନିମନ୍ତେ ରୋଦନ ଓ ଶୋକ କରୁଥିଲେ। ଯୀଶୁ କହିଲେ, “କାନ୍ଦ ନାହିଁ, ପିଲାଟି ମରି ନାହିଁ - ସେ କେବଳ ଶୋଇଛି!”
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ସେହି ଝିଅଟିର ମୃତ୍ୟୁ ପାଇଁ କାନ୍ଦୁଥିଲେ ଓ ଦୁଃଖ କରୁଥିଲେ। କିନ୍ତୁ ଯୀଶୁ କହିଲେ, “କାନ୍ଦ ନାହିଁ, ସେ ମରି ନାହିଁ, ସେ କେବଳ ଶୋଇଛି ମାତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, “ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ । ସେଥିରେ ସେ କହିଲେ, ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆ ಜಾನಾ ಪೊರಾ ಸಾಟ್ನಿ ತಳ್ಮಳಿತ್, ಅನಿ ರಡಿತ್, ತನ್ನಾ ಜೆಜುನ್ ತೆಂಕಾ “ರಡುನಕಾಶಿ; ತೆ ಚೆಡು ಮರುಕ್ನಾ, ನಿದ್ಲಾ” ಮಟ್ಲ್ಯಾನ್.