Luke 8:56 — Compare Translations

7 translations compared side by side

Odia - 1840
"ତା' ବାପାମାଆ ବିସ୍ମିତ ହାଇଗେଲେ। ଯୀଶୁ ସମାନଙ୍କେୁ ଏ ଘଟଣା କାହାରି ଆଗ ରେ ନ କହିବାକୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ତାହାର ପିତାମାତା ଆଚମ୍ଵିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ର ପିତାମାତା ଚମକ୍ରଅତ ହେଲେ, କିନ୍ତୁ ଏସବୁ କଥା କାହାରିକୁ ନ ଜଣାଇବାକୁ ଯୀଶୁ ସେମାନଙ୍କୁ ଆଦେଶ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ବାପାମା ବିସ୍ମିତ ହୋଇଗଲେ। ଯୀଶୁ ସେମାନଙ୍କୁ ଏ ଘଟଣା କାହାରି ଆଗରେ ନ କହିବାକୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಚೆ ಬಾಯ್-ಬಾಬಾ ಅಜಾಪ್ ಹೊಲೆ, ಖರೆ ಜೆಜುನ್ ತೆಂಕಾ ಹಿತ್ತೆ ಕಾಯ್ ಹೊಲೆ ಮನುನ್ ಕೊನಾಕ್ಬಿ ಸಾಂಗುನಕಾಶಿ ಮನುನ್ ತಾಕಿತ್ ದಿಲ್ಯಾನ್.