Luke 8:6 — Compare Translations
7 translations compared side by side
Odia - 1840
"କିଛି ବୀଜ ପଥର ଉପରେ ପଡିଲା ସେଥିରୁ ଗଜା ବାହାରିଲା କିନ୍ତୁ ଜଳ ଅଭାବରୁ ମରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ପଥୁରିଆ ଭୂଇଁରେ ପଡ଼ିଲା ଓ ଯେତେବେଳେ ଚାରା ଗଛ ହେଲା, ସେଗୁଡ଼ିକ ପାଣି ନ ପାଇ ଶୁଖିଗଲା।
Odia Bible ERV 2004 (ପବିତ୍ର ବାଇବଲ)
କିଛି ବୀଜ ପଥର ଉପରେ ପଡ଼ିଲା ସେଥିରୁ ଗଜା ବାହାରିଲା କିନ୍ତୁ ଜଳ ଅଭାବରୁ ମରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾತುರ್ಲೆ ಅನಿ ಉಲ್ಲೆ ಗುಂಡಾಡ್ ಜಿಮ್ನಿ ವರ್ತಿ ಪಡ್ಲೆ, ಅನಿ ಝಾಡಾ ವಾಳುನ್ ಗೆಲಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಥೈ ಥಂಡ್ ಕಮಿ ಹೊತ್ತಿ.