Luke 9:1 — Compare Translations

7 translations compared side by side

Odia - 1840
"ଯୀଶୁ ବାରଜଣ ପ୍ ରରେିତଙ୍କୁ ଏକାଠି ଡାକିଲେ। ସେ ସମାନଙ୍କେୁ ଭୂତମାନଙ୍କ ଉପରେ କ୍ଷମତା ଓ ଅଧିକାର ପ୍ରଦାନ କଲେ। ସେ ପ୍ ରରେିତମାନଙ୍କୁ ରୋଗ ଭଲ କରିଦବୋ ପାଇଁ ମଧ୍ଯ ଶକ୍ତି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ସେ ଦ୍ଵାଦଶଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ, ପୁଣି ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ବାର ଶିଷ୍ୟଙ୍କୁ ଏକତ୍ର ଡ଼ାକିଲେ ଏବଂ ସେମାନଙ୍କୁ ଭୂତ ଛଡ଼ାଇବା ଓ ରୋଗ ସୁସ୍ଥ କରିବା ପାଇଁ ଶକ୍ତି ଓ କ୍ଷମତା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବାରଜଣ ପ୍ରେରିତଙ୍କୁ ପଠାଇଲେ ଯୀଶୁ ବାରଜଣ ପ୍ରେରିତଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଭୂତମାନଙ୍କ ଉପରେ କ୍ଷମତା ଓ ଅଧିକାର ପ୍ରଦାନ କଲେ। ସେ ପ୍ରେରିତମାନଙ୍କୁ ରୋଗ ଭଲ କରିଦେବା ପାଇଁ ମଧ୍ୟ ଶକ୍ତି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಬಾರಾ ಶಿಸಾಕ್ನಿ ಎಕಾಕ್ಡೆ ಬಲ್ವುಲ್ಯಾನ್ ಅನಿ ಗಿರೆ ಕಾಡ್ತಲೊ ಅದಿಕಾರ್ ಅನಿ ಬಳ್ ತೆಂಕಾ ದಿಲ್ಯಾನ್, ಅನಿ ರೊಗಾ ಗುನ್ ಕರ್‍ತಲೊಬಿ ಬಳ್ ದಿಲ್ಯಾನ್.