Luke 9:10 — Compare Translations
7 translations compared side by side
Odia - 1840
"ରରେିତମାନେ ଫରେିଆସି ସମାନେେ ଯାତ୍ରା କରିବା ସମୟରେ ଯାହା ସବୁ କରିଥିଲେ, ସେ ବିଷୟ ରେ ଯୀଶୁଙ୍କ ଆଗ ରେ ବର୍ଣ୍ଣନା କଲେ। ତା'ପରେ ଯୀଶୁ ପ୍ ରରେିତମାନଙ୍କୁ ସାଙ୍ଗ ରେ ନଇେ ସଠାରୁେ ବେଥ୍ସାଇଦା ନାମକ ନଗରକୁ ଅନ୍ୟମାନଙ୍କଠାରୁ ଅଲଗା ରହିବା ପାଇଁ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ପ୍ରେରିତମାନେ ବାହୁଡ଼ିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ । ଆଉ, ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍ସାଇଦା ନାମକ ନଗରକୁ ପ୍ରସ୍ଥାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟମାନେ ଫେରି ଆସିଲେ ଓ ସେମାନେ ଯାହା ଯାହା କରିଥିଲେ, ସବୁ ଯୀଶୁଙ୍କୁ ଜଣାଇଲେ। ସେ ସେମାନଙ୍କୁ ସଙ୍ଗରେ ନେଇ ବେଥ୍ସାଇଦା ନାମକ ଏକ ସହରକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପାଞ୍ଚ ହଜାର ଲୋକଙ୍କୁ ଖାଇବାକୁ ଦେଲ ପ୍ରେରିତମାନେ ଫେରି ଆସି ସେମାନେ ଯାତ୍ରା କରିବା ସମୟରେ ଯାହାସବୁ କରିଥିଲେ, ସେ ବିଷୟରେ ଯୀଶୁଙ୍କ ଆଗରେ ବର୍ଣ୍ଣନା କଲେ। ତା’ପରେ ଯୀଶୁ ପ୍ରେରିତମାନଙ୍କୁ ସାଙ୍ଗରେ ନେଇ ସେଠାରୁ ବେଥ୍ସାଇଦା ନାମକ ନଗରକୁ ଅନ୍ୟମାନଙ୍କଠାରୁ ଅଲଗା ରହିବା ପାଇଁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍ସାଇଦା ନାମକ ନଗରକୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହି ସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ । ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥସାଇଦା ନାମକ ନଗରକୁ ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪೊಸ್ತಲಾ ಪರ್ತುನ್ ಯೆಲಿ, ಅನಿ ಅಪ್ನಿ ಕಾಯ್-ಕಾಯ್ ಕರಲ್ಲೆ ತೆನಿ ಜೆಜುಕ್ ಸಾಂಗ್ಲ್ಯಾನಿ. ಜೆಜುನ್ ತೆಂಕಾ ಅಪ್ನಾಚ್ಯಾ ವಾಂಗ್ಡಾ ಘೆಟ್ಲ್ಯಾನ್, ಅನಿ ತೆನಿ ಬೆತ್ಸಾಯಿದಾ ಮನ್ತಲ್ಯಾ ಶಾರ್ ಗಾಂವಾಕ್ ಪಾಯ್ ವಾಟೆನಿ ಗೆಲೆ.