Luke 9:13 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏମାନଙ୍କୁ କିଛି ଖାଇବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହିସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଜେ ସେମାନଙ୍କୁ କିଛି ଖାଇବାକୁ ଦିଅ।” ସେମାନେ ଉତ୍ତର ଦେଲେ, “ଆମ ପାଖରେ କେବଳ ପାଞ୍ଚଟି ରୋଟି ଓ ଦୁଇଟି ମାଛ ଅଛି। ଆମେ ଯାଇ ଏତେ ଲୋକଙ୍କ ପାଇଁ ଖାଦ୍ୟ କିଣିବା, ଏହା କ’ଣ ଆପଣଙ୍କ ଇଚ୍ଛା?”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏମାନଙ୍କୁ କିଛି ଖାଇବାକୁ ଦିଅ।” ଶିଷ୍ୟମାନେ କହିଲେ, “ଆମ୍ଭ ପାଖରେ କେବଳ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଛଡ଼ା ଆଉ କିଛି ହେଲେ ନାହିଁ। ଆମ୍ଭେ ଯାଇ ଏସବୁ ଲୋକମାନଙ୍କ ପାଇଁ ଖାଦ୍ୟ କିଣି ଆଣିବୁ ବୋଲି ଆପଣ ଗ୍ଭହୁଁଛନ୍ତି କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କ'ଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತೆಂಕಾ “ತುಮಿಚ್ ತೆಂಕಾ ಕಾಯ್ತರ್ ಉಲ್ಲೆ ಖಾವ್ಕ್ ದಿವಾ” ಮಟ್ಲ್ಯಾನ್. ತನ್ನಾ ಶಿಸಾನಿ ತೆಕಾ “ಅಮ್ಚೆಕ್ಡೆ ಖಾಲಿ ಪಾಂಚ್ ಭಾಕ್ರಿಯಾ ಅನಿ ದೊನ್ ಮೊಸೊಳ್ಯಾ ಹಾತ್, ಹ್ಯಾ ಎವ್ಡ್ಯಾ ಮೊಟ್ಯಾ ತಾಂಡ್ಯಾಕ್ ಇಕಾತ್ ಜೆವಾನ್ ಘೆವ್ನ್ ಯೆವ್ಚೆ ಪಡ್ಲೆ, ತಸೆ ಕರುವಾ ಮಟ್ಲೆ ಕಾಯ್?” ಮಟ್ಲ್ಯಾನಿ.