Luke 9:14 — Compare Translations
7 translations compared side by side
Odia - 1840
"ସଠାେରେ କବଳେ ପ୍ରାୟ ପାଞ୍ଚ ହଜାର ପୁରୁଷ ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ପ୍ରାୟ ପାଞ୍ଚହଜାର ପୁରୁଷ ଥିଲେ । ଆଉ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
(ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ) ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ କହିଲେ, “ଏହି ଲୋକମାନଙ୍କୁ ଦଳ ଦଳ କରି ପ୍ରତି ଦଳରେ ପଚାଶ ଜଣଙ୍କୁ ବସାଅ।”
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ କେବଳ ପ୍ରାୟ ପାଞ୍ଚ ହଜାର ପୁରୁଷ ଲୋକ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଲୋକମାନଙ୍କୁ ପଗ୍ଭଶ ପଗ୍ଭଶ ଜଣ ହିସାବରେ ଦଳ ଦଳ କରି ବସାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ । ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಜಗ್ಗೊಳ್ ಪಾಚ್ ಹಜಾರ್ ಘೊಮನ್ಸಾಚ್ ಹೊತ್ತಿ, ತನ್ನಾ ಜೆಜುನ್ ಶಿಸಾಕ್ನಿ “ಲೊಕಾಕ್ನಿ ಪನ್ನಾಸ್ ಪನ್ನಾಸ್ ಲೊಕಾಂಚಿ ಎಕ್-ಎಕ್ ಸಾಲ್ ಕರುನ್ ಬಸ್ವಾ” ಮಟ್ಲ್ಯಾನ್.