Luke 9:17 — Compare Translations
7 translations compared side by side
Odia - 1840
"ସବୁ ଲୋକ ଖାଇଲେ ଓ ତୃପ୍ତ ହାଇଗେଲେ। ତଥାପି ବହୁତ ଖାଦ୍ୟ ବଳିଗଲା। ବଳକା ଖାଦ୍ୟ ଟୁକୁରାତକ ଶିଷ୍ଯମାନେ ବାରଟି ଟୋକଇେ ରେ ଭର୍ତ୍ତିକଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକାଇ ଭଙ୍ଗା ଖଣ୍ତ ଉଠାଇନେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମସ୍ତେ ଖାଇ ତୃପ୍ତ ହେଲେ ଓ ଶିଷ୍ୟମାନେ ବାର ଟୋକେଇ ବଳକା ଖାଦ୍ୟ ସଂଗ୍ରହ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଲୋକ ଖାଇଲେ ଓ ତୃପ୍ତ ହୋଇଗଲେ। ତଥାପି ବହୁତ ଖାଦ୍ୟ ବଳିଗଲା। ବଳକା ଖାଦ୍ୟ ଟୁକୁରାତକ ଶିଷ୍ୟମାନେ ବାରଟି ଟୋକେଇରେ ଭର୍ତ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକେଇ ଭଙ୍ଗା ଖଣ୍ଡ ଉଠାଇନେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಗ್ಳ್ಯಾನಿ ಪೊಟ್ಭರ್ ಜೆವ್ಲ್ಯಾನಿ, ಅನಿ ಶಿಸಾನಿ ಹುರಲ್ಲೆ ತುಕ್ಡೆ ಗೊಳಾ ಕರ್ಲ್ಯಾರ್, ಬಾರಾ ಭುಟಿಯಾ ಭರ್ಲ್ಯಾ.