Luke 9:18 — Compare Translations
7 translations compared side by side
Odia - 1840
"ଥରେ ଯୀଶୁ ଏକୁଟିଆ ପ୍ରାର୍ଥନା କରୁଥିଲେ। ତାହାଙ୍କ ଶିଷ୍ଯମାନେ ଏକାଠି ମିଳି ସହେିସ୍ଥାନକୁ ଆସିଲେ। ଯୀଶୁ ସମାନଙ୍କେୁ ପଚାରିଲେ, ମୁଁ କିଏ ବୋଲି ଲୋକେ କ'ଣ ସବୁ କହୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଥରେ ସେ ନିରୋଳରେ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକ-ସାଧାରଣ କଅଣ କହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଯୀଶୁ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାଙ୍କ ପାଖକୁ ଆସିଲେ। ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ, ଏ ବିଷୟରେ ଲୋକମାନେ କ’ଣ କହନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ପିତର ଖ୍ରୀଷ୍ଟଙ୍କୁ ସ୍ୱୀକାର କଲେ ଥରେ ଯୀଶୁ ଏକୁଟିଆ ପ୍ରାର୍ଥନା କରୁଥିଲେ। ତାହାଙ୍କ ଶିଷ୍ୟମାନେ ଏକାଠି ମିଳି ସେହିସ୍ଥାନକୁ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ଲୋକେ କ’ଣ ସବୁ କହୁଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”
Odia IRV 2017 (ଓଡିଆ ବାଇବେଲ)
ଥରେ ସେ ଏକୁଟିଆ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକସାଧାରଣ କ'ଣ କହନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ಜೆಜು ಎಕ್ಲೊಚ್ ಮಾಗ್ನಿ ಕರ್ತಾನಾ ಶಿಸಾ ತೆಚೆಕ್ಡೆ ಯೆಲಿ. ತೆನಿ ಶಿಸಾಕ್ನಿ “ಲೊಕಾ ಮಿಯಾ ಕೊನ್ ಮನುನ್ ಮನ್ತ್ಯಾತ್?” ಮನುನ್ ಇಚಾರ್ಲ್ಯಾನ್.