Luke 9:19 — Compare Translations
7 translations compared side by side
Odia - 1840
"ସମାନେେ ଉତ୍ତର ଦେଲେ, କେତକେ କହୁଛନ୍ତି ଯେ ଆପଣ ବାପ୍ତିଜକ ଯୋହନ। କେତକେ କହୁଛନ୍ତି ଯେ ଆପଣ ଏଲିୟ। ଏବଂ ଅନ୍ୟ କେତକେ କହୁଛନ୍ତି ଯେ ଆପଣ କାଳ ପୂର୍ବେ ଥିବା ଭବିଷ୍ଯଦ୍ବକ୍ତାମାନଙ୍କ ମଧ୍ଯରୁ ପୁନର୍ବାର ବଞ୍ଚି ଉଠିଥିବା କୌଣସି ଏକ ଭବିଷ୍ଯଦ୍ବକ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ଦେଲେ, “କେହି କେହି କହନ୍ତି, ଆପଣ ଦ୍ରାକ୍ଷାଲତା ଯୋହନ; ଅନ୍ୟମାନେ କହନ୍ତି, ଆପଣ ଏଲିୟ; ଆଉ ଅନ୍ୟମାନେ କହନ୍ତି ଯେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ଜୀବନ ଲାଭ କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଉତ୍ତର ଦେଲେ, “କେତେକ କହୁଛନ୍ତି ଯେ ଆପଣ ବାପ୍ତିଜକ ଯୋହନ। କେତେକ କହୁଛନ୍ତି ଯେ ଆପଣ ଏଲିୟ। ଏବଂ ଅନ୍ୟ କେତେକ କହୁଛନ୍ତି ଯେ ଆପଣ କାଳ ପୂର୍ବେ ଥିବା ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରୁ ପୁନର୍ବାର ବଞ୍ଚି ଉଠିଥିବା କୌଣସି ଏକ ଭବିଷ୍ୟଦ୍ବକ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲିୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾನಿ ತೆಕಾ “ಅನಿ ಉಲ್ಲಿ ಲೊಕಾ ಜುವಾಂವ್ ಬಾವ್ತಿಸ್ ಮನ್ತ್ಯಾತ್,ಉಲ್ಲಿ ಲೊಕಾ ತಿಯಾ ಎಲಿಯಾ ಮನ್ತ್ಯಾತ್, ಅನಿ ಹುರಲ್ಲೆ ಅದ್ಲ್ಯಾ ಕಾಲಾತ್ಲ್ಯಾ ಪ್ರವಾದ್ಯಾನಿತ್ಲೊ ಎಕ್ಲೊ ಪ್ರವಾದಿ ಅನಿ ಪರ್ತುನ್ ಝಿತ್ತೊ ಹೊವ್ನ್ ಯೆಲಾ ಮನ್ತ್ಯಾತ್”, ಮಟ್ಲ್ಯಾನಿ.