Luke 9:2 — Compare Translations
7 translations compared side by side
Odia - 1840
"ତା'ପରେ ସେ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ ଈଶ୍ଵରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପ୍ରେରଣ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଚାର କରିବାକୁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ತೆಂಕಾ ದೆವಾಚ್ಯಾ ರಾಜಾಚಿ ಬರಿ ಖಬರ್ ಸಾಂಗುಕ್ ಅನಿ ರೊಗಾತ್ನಿ ಹೊತ್ತ್ಯಾಕ್ನಿ ಗುನ್ ಕರುಕ್ ಬಾರಾ ಜಾನಾ ಶಿಸಾಕ್ನಿ ಧಾಡುನ್ ದಿಲ್ಯಾನ್.