Luke 9:20 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ମୁଁ କିଏ ବୋଲି ତୁମ୍ଭମାନେେ କ'ଣ କହୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ? ପିତର ଉତ୍ତର ଦେଲେ, ଈଶ୍ଵରଙ୍କ ଖ୍ରୀଷ୍ଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେମାନଙ୍କୁ ପଚାରିଲେ, “ତୁମେ କ’ଣ ଭାବୁଛ? ମୁଁ କିଏ ବୋଲି ତୁମେ କ’ର କହୁଛ?” ପିତର ଉତ୍ତର ଦେଲେ, “ଆପଣ ଈଶ୍ୱରଙ୍କଠାରୁ ଆଗତ ମସୀହ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କ’ଣ କହୁଛ?” ପିତର ଉତ୍ତର ଦେଲେ, “ଆପଣ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।”
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ? ପିତର ଉତ୍ତର ଦେଲେ, ଆପଣ ଈଶ୍ୱରଙ୍କ ଖ୍ରୀଷ୍ଟ" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತೆಂಕಾ “ತರ್ ತುಮಿ ಮಾಕಾ ಕೊನ್ ಮನುನ್ ಮನ್ತ್ಯಾಶಿ?” ಮನುನ್ ಇಚಾರ್‍ಲ್ಯಾನ್. ತನ್ನಾ ಪೆದ್ರುನ್ “ತಿಯಾ ದೆವಾಚೊ ಮೆಸ್ಸಿಯಾ” ಮಟ್ಲ್ಯಾನ್.