Luke 9:22 — Compare Translations

7 translations compared side by side

Odia - 1840
"ଏ କଥା ସତ୍ଯ ଯେ ମନୁଷ୍ଯପୁତ୍ର ଅନକେ ଯାତନା ନିଶ୍ଚୟ ଭୋଗ କରିବେ। ପ୍ରାଚୀନ ଯିହୂଦୀ ନେତା, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କୁ ଅସ୍ବୀକାର କରିବେ। ମନୁଷ୍ଯ ପୁତ୍ରଙ୍କୁ ମାରି ଦବେେ। କିନ୍ତୁ ତିନିଦିନ ପରେ ସେ ପୁଣି ମୃତ୍ଯୁରୁ ପୁନରୁଥିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବହୁତ ଦୁଃଖ ଭୋଗ କରିବେ ଓ ଇହୁଦୀ ନେତା, ମୁଖ୍ୟଯାଜକ ଓ ଧର୍ମଗୁରୁମାନଙ୍କ ଦ୍ୱାରା ପରିତ୍ୟକ୍ତ ହେବେ। ସେ ମୃତ୍ୟୁ ଭୋଗ କରିବେ, କିନ୍ତୁ ତୃତୀୟ ଦିବସରେ ସେ ଜୀବିତ ହୋଇ ଉଠିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ ଯେ, ସେ ନିଶ୍ଚୟ ମୃତ୍ୟୁବରଣ କରିବେ “ଏ କଥା ସତ୍ୟ ଯେ ମନୁଷ୍ୟପୁତ୍ର ଅନେକ ଯାତନା ନିଶ୍ଚୟ ଭୋଗ କରିବେ। ପ୍ରାଚୀନ ଯିହୂଦୀ ନେତା, ପ୍ରଧାନଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କୁ ଅସ୍ୱୀକାର କରିବେ। ମନୁଷ୍ୟପୁତ୍ରଙ୍କୁ ମାରିଦେବେ। କିନ୍ତୁ ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ଉଠିବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ “ಮಾನ್ಸಾಚ್ಯಾ ಲೆಕಾನ್ ಕಸ್ಟ್ ಸೊಸುಕ್ ಪಾಜೆ, ಅನಿ ಜಾನ್ತ್ಯಾಂಚ್ಯಾ, ಮುಖ್ಯ ಯಾಜಕಾಂಚ್ಯಾ ಅನಿ ಖಾಯ್ದೆ ಶಿಕ್ವುತಲ್ಯಾನಿಕ್ನಾ ಮರ್‍ಯಾದ್ ಕಾಡುನ್ ಘೆವ್ಕ್ ಪಾಜೆ. ತೆಕಾ ಜಿವಾನಿ ಮಾರ್‍ತ್ಯಾತ್. ಖರೆ ತಿನ್ ದಿಸಾ ಹೊಲ್ಲ್ಯಾ ಮಾನಾ, ತೊ ಝಿತ್ತೊ ಹೊವ್ನ್ ಉಟುನ್ ಯೆತಾ”, ಮನುನ್ ಸಾಂಗಟ್ಲ್ಯಾನ್.